www.samajalive.in
Tuesday, December 9, 2025
16.1 C
Bhubaneswar

କଂଗ୍ରେସ ପ୍ରାର୍ଥୀ ପବିତ୍ରଙ୍କ ରୁଦ୍ରାଭିଷେକ

ଲକ୍ଷ୍ମୀପୁର: ଯେତେ ଯାହା ହେଲେ ବି ଯେକୌଣସି କାର୍ଯ୍ୟାରମ୍ଭ ସମୟରେ ଲୋକେ ଠାକୁରଙ୍କ ଉପରେ ଭରସା କରିଥାନ୍ତି। ଏଥିରୁ ନେତାମାନେ ବା ବାଦ୍ ପଡିବେ କିପରି। ଯେଉଁଥିପାଇଁ ଲକ୍ଷ୍ମୀପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ କଂଗ୍ରେସର ପ୍ରାର୍ଥୀ ହୋଇଥିବା ଯୁବ ନେତା ପବିତ୍ର ସାଉନ୍ତା ପ୍ରଭୁ ଶିବଶଙ୍କ ରୁଦ୍ରାଭିଷେକ କରିଥିବା ଜଣାପଡିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories