www.samajalive.in
Sunday, December 7, 2025
23.1 C
Bhubaneswar

ଗଙ୍ଗାଧର ମଣ୍ଡପ ଠାରେ ଶ୍ରୀ ରାମାୟଣ ଓ କଳାକାର ସମ୍ମାନ କାର୍ୟ୍ୟକ୍ରମ

ସମ୍ବଲପୁର: ଜୁହାର ପରିବାର ସମ୍ବଲପୁର ପକ୍ଷରୁ ସମ୍ବଲପୁର ସହରର ଗଙ୍ଗାଧର ମଣ୍ଡପ ଠାରେ ଶ୍ରୀ ରାମାୟଣ ଓ କଳାକାର ସମ୍ମାନ କାର୍ୟ୍ୟକ୍ରମ ଶୁକ୍ରବାର ଅନୁଷ୍ଠିତ ହୋଇଥିଲା। ହିନ୍ଦୁ ନବବର୍ଷ ଓ ଶ୍ରୀରାମ ନବମି ଉପଲକ୍ଷେ ଶୁକ୍ରବାର ରାତିରେ ଆୟୋଜିତ କାର୍ୟ୍ୟକ୍ରମରେ ସହରର ବହୁ ସୁନାମଧନ୍ୟ କଳାକାର ମାନେ ଭଜନ ପରିବେଷଣ କରିଥିଲେ। ଏଥିରେ ବିଭିନ୍ନ ନୃତ୍ୟ ଏକାଡେମୀର କୁନି କୁନି କଳାକାର ମାନେ ମଧ ଉପସ୍ଥିତ ରହି ସାଂସ୍କୃତିକ କାର୍ୟ୍ୟକ୍ରମ ପରିବେଷଣ କରିଥିଲେ। ଏହି କାର୍ୟ୍ୟକ୍ରମକୁ ଶିବ ନାରାୟଣ ସତପଥି ଓ ପ୍ରଫୁଲ୍ଲ ହୋତା ଦିପ ପ୍ରଜ୍ବଳନ କରି ଉଦଘାଟନ କରିଥିଲେ।

Hot this week

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories