www.samajalive.in
Sunday, December 7, 2025
14.1 C
Bhubaneswar

କଂଗ୍ରେସ ବିଧାୟକ ପ୍ରାର୍ଥୀଙ୍କୁ ଦଳୀୟ କାର୍ଯ୍ୟାଳୟରେ ସ୍ୱାଗତ

ସମ୍ବଲପୁର: ସମ୍ବଲପୁର ବିଧାନସଭା ଆସନ ପାଇଁ କଂଗ୍ରେସ ଦଳ ପକ୍ଷରୁ ଦୁର୍ଗା ପ୍ରସାଦ ପାଢ଼ୀଙ୍କୁ ପ୍ରାର୍ଥୀ ରୂପେ ଦଳ ଘୋଷଣା କରିଛି। ଏଣୁ ଜିଲା କଂଗ୍ରେସ କାର୍ଯ୍ୟାଳୟ ଠାରେ ଶୁକ୍ରବାର ତାଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଥିଲା। ଆସନ୍ତା ସାଧାରଣ ନିର୍ବାଚନରେ ୨୦୨୪ ନିର୍ବାଚନରେ ବିଧାନସଭା ପାଇଁ ପ୍ରାର୍ଥୀ ହେବା ପରେ ଆଜି ସନ୍ଧ୍ୟାରେ କାର୍ଯ୍ୟାଳୟକୁ ଆସିଥିବା ବେଳେ ଜିଲା କଂଗ୍ରେସ ସଭାପତି ଜୟଶଙ୍କର ମିଶ୍ରଙ୍କ ନେତୃତ୍ୱରେ ଶ୍ରୀ ପାଢ଼ୀଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଦିଆଯିବା ସହିତ ନିର୍ବାଚନ ପାଇଁ ଆଲୋଚନା କରାଯାଇଥିଲା। ଏହି ଅବସରରେ ଦଳର କର୍ମୀ ମାନଙ୍କର ସହଯୋଗ କାମନା ବିଧାୟକ ପ୍ରାର୍ଥୀ ଶ୍ରୀ ପାଢ଼ୀ କରିଥିଲେ। ଏହି ସ୍ୱାଗତ ସମ୍ବର୍ଦ୍ଧନା ସମୟରେ ବହୁ ସଂଖ୍ୟାରେ ଦଳୀୟ କର୍ମୀ ମାନେ ଉପସ୍ଥିତ ରହି ତାଙ୍କୁ ସ୍ୱାଗତ କରିବା ସହିତ ଦଳୀୟ ପ୍ରାର୍ଥୀଙ୍କୁ ବିଜୟୀ କରିବା ପାଇଁ କାର୍ଯ୍ୟ କରିବେ ବୋଲି କହିଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories