www.samajalive.in
Saturday, December 6, 2025
14.1 C
Bhubaneswar

ବିଜୁ ଜନତା ଦଳ ଜୋନ ସ୍ତରୀୟ କର୍ମୀ ସମ୍ମିଳନୀ

ବାଉଁଶୁଣି: ବୌଦ୍ଧ ବ୍ଲକ ବାଉଁଶୁଣି ଠାରେ ବିଜୁ ଜନତା ଦଳ କଣ୍ଟାମାଳ ନିର୍ବାଚନ ମଣ୍ଡଳୀର ଜୋନ ସ୍ତରୀୟ କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଜୋନ ନଂ ୪,୫ ଓ ୬ ବୌଦ୍ଧ ବ୍ଲକର ୧୨ଟି ପଞ୍ଚାୟତର ବିଜୁ ଜନତା ଦଳର କର୍ମକର୍ତ୍ତା ଓ କର୍ମୀଙ୍କୁ ନେଇ ବାଉଁଶୁଣି ଆମ୍ବତୋଟା ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀରେ ଧୂମୁଡୁ ଦନ୍ତା, ପ୍ରବୋଧ ରଥ, ଅନିଲ ମିଶ୍ରଙ୍କ ସହିତ ଅନେକ କର୍ମକର୍ତ୍ତା ଉପସ୍ଥିତ ଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories