www.samajalive.in
Sunday, December 14, 2025
16.1 C
Bhubaneswar

ନବୀନ ଓଡ଼ିଶା ସାରଥୀ ସମାବେଶ ଅନୁଷ୍ଠିତ

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପାଟଣା ବ୍ଲକ କଣ୍ଟିଆପଡ଼ା ପଞ୍ଚାୟତ ଭଗପଶି ଠାରେ ପାଟଣା ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ତରଫରୁ ନବୀନ ଓଡ଼ିଶା ସାରଥୀ ସମାବେଶ ଅନୁଷ୍ଠିତ ହୋଇଯାଇଛି। ପାଟଣା ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ପକ୍ଷରୁ ଆୟୋଜିତ ଏହି ସମାବେଶରେ ଅତିଥି ଭାବରେ ପାଟଣା ନିର୍ବାଚନ ମଣ୍ଡଳୀର ପର୍ଯ୍ୟବେକ୍ଷକ ଡଃ ହରିଶ ଚନ୍ଦ୍ର ଚୌଧୁରୀ, ସଂଯୋଜକ କାନନ ବିହାରୀ ପହି, ପାଟଣା ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ, ବରିଷ୍ଠ ବିଜେଡ଼ି ନେତା ଭବାନୀ ଶଙ୍କର ନାଏକ ପ୍ରମୁଖ ଯୋଗଦେଇ ଆଗାମୀ ନିର୍ବାଚନ ଦୁଇଟି ଶଙ୍ଖରେ ଭୋଟ ଦେବାକୁ ଉପସ୍ଥିତ ପଞ୍ଚାୟତିରାଜ ପ୍ରତିନିଧିଙ୍କୁ ନିବେଦନ କରିଥିଲେ। କାର୍ଯ୍ୟକ୍ରମରେ ପାଟଣା ନିର୍ବାଚନ ମଣ୍ଡଳୀର ୫୬ଟି ପଞ୍ଚାୟତର ସମସ୍ତ ଦଳୀୟ କର୍ମକର୍ତ୍ତା ସାମିଲ ଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories