www.samajalive.in
Saturday, December 6, 2025
26.1 C
Bhubaneswar

ବିଜୁ ଜନତା ଦଳର ବୁଦ୍ଧିଜୀବୀ ସମ୍ମିଳନୀ

ପାଟଣା: ପାଟଣା ବ୍ଲକ କଣ୍ଟିଆପଡା ପଞ୍ଚାୟତ ଭଗପଶି ଠାରେ ପାଟଣା ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଓ ମିତ୍ରଭାନୁ ମହାନ୍ତଙ୍କ ସଂଯୋଜନାରେ ବୁଦ୍ଧିଜୀବି ମାନଙ୍କୁ ନେଇ ଏକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ବିଧାୟକ ଭାବେ ବିଜୟୀ ହେବା ପାଇଁ ପ୍ରାର୍ଥୀ ଶ୍ରୀ ନାଏକ ଗୁରୁଜନ ମାନଙ୍କ ଠାରୁ ଆଶୀର୍ବାଦ ଭିକ୍ଷା କରିଥିଲେ। ପାଟଣା ନିର୍ବାଚନ ମଣ୍ଡଳୀର ସର୍ବାଙ୍ଗୀନ ଉନ୍ନତି ନିମନ୍ତେ ସମସ୍ତ ବୁଦ୍ଧିଜୀବି ମାନଙ୍କ ଠାରୁ ପରାମର୍ଶ ନେଇଥିଲେ। କାର୍ଯ୍ୟକ୍ରମରେ ନିର୍ବାଚନ ମଣ୍ଡଳୀର ୫୬ ପଞ୍ଚାୟତର ଅବସରପ୍ରାପ୍ତ ଅଧ୍ୟାପକ, ଅବସରପ୍ରାପ୍ତ ସୈନିକ ,ଅବସରପ୍ରାପ୍ତ ଶିକ୍ଷକ, ବିଭିନ୍ନ ବିଭାଗର ଅବସରପ୍ରାପ୍ତ କର୍ମଚାରୀ ମାନେ ଉପସ୍ଥିତ ଥିଲେ। କାର୍ଯ୍ୟକ୍ରମରେ ପାଟଣା ନିର୍ବାଚନ ମଣ୍ଡଳୀର ପର୍ଯ୍ୟବେକ୍ଷକ ଡ଼ଃ ହରିଶ ଚନ୍ଦ୍ର ଚୌଧରୀଙ୍କ ସହ ସଂଯୋଜକ କାନନ ବିହାରୀ ପହି, ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ଉପସ୍ଥିତ ଥିଲେ।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories