www.samajalive.in
Wednesday, December 10, 2025
26.1 C
Bhubaneswar

ଧାମରାରେ ବିଜେପିର କର୍ମୀ ବୈଠକ

ଧାମରା: ଧାମରାରେ ଭାରତୀୟ ଜନତା ପାର୍ଟିର ଏକ କର୍ମୀ ବୈଠକ ଅନୁଷ୍ଠିତ ହୋଇଯାଇଛି। ତ୍ରିଦିବେଶ ପ୍ରଧାନଙ୍କ ସଭାପତିତ୍ୱରେ ପ୍ରଦ୍ୱୀପ ରାଉତ, ବାପୁଜୀ ମାଝୀ, ବୁଧିନ ନାୟକଙ୍କ ନେତୃତ୍ୱରେ ଏକ ମିଶ୍ରଣ ପର୍ବ ସହ କର୍ମୀ ବୈଠକ ଅନୁଷ୍ଠିତ ହୋଇ ଯାଇଛି। ଧାମରାରେ ହୋଇଥିବା ଏହି ମିଶ୍ରଣ ପର୍ବରେ ବହୁ ଛାମୁଆ ନେତା ଅନ୍ୟ ରାଜନୈତିକ ଦଳ ଛାଡି ଆସି ବିଜେପିରେ ସାମିଲ ହୋଇଥିଲେ। ସେହିପରି ଜାଗୁଳା ପଂଚାୟତରେ ହୋଇଥିବା ସଭାରେ ପ୍ରଧାନମନ୍ତ୍ରୀ ଲାଭାର୍ଥୀ ଯୋଜନା ଏବଂ ଜନ ସମ୍ପର୍କ ବୈଠକରେ ବହୁ ବିଜେପି କର୍ମୀ ସାମିଲ ହୋଇଥିଲେ।

Hot this week

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

Related Articles

Popular Categories