www.samajalive.in
Sunday, December 7, 2025
23.1 C
Bhubaneswar

ଉତ୍ସର୍ଗ ପକ୍ଷରୁ ଦହି ସର୍ବତ ବଣ୍ଟନ

ଡେସ୍କ: କଟକର ଅଗ୍ରଣୀ ସାମାଜିକ ସେବା ଅନୁଷ୍ଠାନ ‘ଉତ୍ସର୍ଗ’ ପକ୍ଷରୁ ଝାଞ୍ଜିରମଙ୍ଗଳା ଗଡ଼ାଠାରେ ୧୨ ଦିନ ବ୍ୟାପୀ ପଥଚାରୀମାନଙ୍କୁ ଦହି ସର୍ବତ ବଣ୍ଟନ କରାଯାଇଥିଲା। ଉତ୍ସର୍ଗର ସଭାପତି ରାଜଲକ୍ଷ୍ମୀ ପାତ୍ର ଓ ସମ୍ପାଦିକା ଶକୁନ୍ତଳା ପଟ୍ଟନାୟକଙ୍କ ତତ୍ତ୍ୱାବଧାନରେ ଏହି କାର୍ଯ୍ୟକ୍ରମ ସମ୍ପାଦିତ ହୋଇଥିଲା। ରେଣୁବାଳା ଭୂୟାଁ , ଦିଲୀପ କୁମାର ସାହୁ, ମମତା ମଞ୍ଜରୀ ସାହୁ, ଆଶୁତୋଷ ପତି, ଆଲୋକ କୁମାର ସାହୁ, ସଂଯୁକ୍ତା ପାତ୍ର , ରଂଜନ କୁମାର ସାହୁ , ଅନୁପମା ଦାସ ଓ ଅନ୍ୟମାନେ ସହଯୋଗ କରିଥିଲେ।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories