nua o banner

ବିଜେଡି ପ୍ରାର୍ଥୀଙ୍କ ସତ୍ୟପାଠ ନେଇ ସାମ୍ବାଦିକ ସମ୍ମିଳନୀରେ ସମାଲୋଚନା

BJD Bijuli 480×75 Mob

ସମ୍ବଲପୁର: ସମ୍ବଲପୁର ଲୋକସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସ ସତ୍ୟପାଠରେ ନିଜର ଶିକ୍ଷାଗତ ଯୋଗ୍ୟତା ଓ ଆୟ ଲୁଚାଇଥିବା ବିଜେପିର ନେତା ପିତାମ୍ବର ଆଚାର୍ଯ୍ୟ କହିଛନ୍ତି। ସେ କହିଛନ୍ତି ଯେ ଆମେ ଆନୁଷ୍ଠାନିକ ଭାବେ ବିଜୁ ଜନତା ଦଳର ପ୍ରାର୍ଥୀ ପ୍ରଣବ ପ୍ରକାଶ ଦାସଙ୍କ ନାମାଙ୍କନକୁ ବିରୋଧ କରି ଆବେଦନପତ୍ର ଦାଖଲ କରିଥିଲୁ। ଆମର ଇଲେକସନ୍ ଏଜେଣ୍ଟ ଆଇନଜୀବୀ ପ୍ରଦୀପ ବହିଦାର ଶ୍ରୀ ଦାସଙ୍କ ନାମାଙ୍କନ ପତ୍ରକୁ ବିଧିବଦ୍ଧ ଭାବେ ଅଭିଯୋଗ କରିଥିଲେ।

ଶ୍ରୀ ଦାସ ନିଜ ଯୁକ୍ତ ଦୁଇ ଶିକ୍ଷାଗତ ଯୋଗ୍ୟତା ଓ ସମ୍ପତ୍ତି ବାବଦରେ ସମ୍ପୂର୍ଣ୍ଣ ତଥ୍ୟ ଦେଇନାହାନ୍ତି ବୋଲି କୁହାଯାଇଛି।

Comments are closed.