www.samajalive.in
Friday, December 5, 2025
27.1 C
Bhubaneswar

ରେଙ୍ଗାଲି ନିର୍ବାଚନ ମଣ୍ଡଳୀରେ କେନ୍ଦ୍ରମନ୍ତ୍ରୀଙ୍କ ପ୍ରଚାର

ସମ୍ବଲପୁର: ଓଡ଼ିଶାରେ ଗଣତନ୍ତ୍ର ନାହିଁ, ସ୍ୱେଚ୍ଛାଚାରିତା ଚାଲିଛି ବୋଲି ମଙ୍ଗଳବାର ସମ୍ବଲପୁର ଲୋକସଭା କ୍ଷେତ୍ର ଅନ୍ତର୍ଗତ ରେଙ୍ଗାଲି ବିଧାନସଭା ନିର୍ବାଚନମଣ୍ଡଳୀରେ ପ୍ରଚାର କରିବା ଅବସରରେ କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ଆଜି ପୁରମାନପୁରରେ ଆୟୋଜିତ ପଦଯାତ୍ରାରେ ରେଙ୍ଗାଲି ବିଧାୟକ ପ୍ରାର୍ଥୀ ନାଉରୀ ନାୟକଙ୍କ ପାଇଁ ପ୍ରଚାର କରିଛନ୍ତି। ରାଣୀଖିଣ୍ଡା ଓ ଠେଲକୋଲୋଇରେ ଆୟୋଜିତ ଜନସଭାରେ ଯୋଗଦେଇ ଶ୍ରୀ ପ୍ରଧାନ କହିଛନ୍ତି ଯେ ଦୀର୍ଘ ୨୪ ବର୍ଷର ସରକାରରେ ରେଙ୍ଗାଲି ଅବହେଳିତ।

ବିଜେପିର ସଂକଳ୍ପ ପତ୍ର ଉପରେ ମଧ୍ୟ କେନ୍ଦ୍ରମନ୍ତ୍ରୀ ଅବଗତ କରାଇବା ସହ ପଦ୍ମଫୁଲରେ ଭୋଟ୍ ଦେବା ପାଇଁ ଜନସାଧାରଣଙ୍କୁ ନିବେଦନ କରିଥିଲେ।

Hot this week

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

Related Articles

Popular Categories