www.samajalive.in
Monday, December 8, 2025
27.1 C
Bhubaneswar

ରାଜନଗରରେ ବିଜେଡ଼ିର ମହିଳା ସମାବେଶ

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ନିର୍ବାଚନ ମଣ୍ଡଳୀର ପାଟଣା ବ୍ଲକ ରାଜନଗର ଗ୍ରାମପଞ୍ଚାୟତର ରାଜନଗର ଠାରେ ବିଜୁ ମହିଳା ଜନତା ଦଳର ସଭାପତି ମହିମା ରାଉତଙ୍କ ନେତୃତ୍ୱରେ ବିଜୁଜନତା ଦଳକୁ କେମିତି ସୁଦୃଢ କରାଯିବ ଏବଂ ବିଧାୟକ ପ୍ରାର୍ଥୀ ଜଗନ୍ନାଥ ନାଏକ ଏବଂ ସାଂସଦ ପ୍ରାର୍ଥୀ ଧନୁର୍ଜୟ ସିଦ୍ଧୁଙ୍କୁ ବିପୁଳ ସଂଖ୍ୟାରେ ଭୋଟ ଦେଇ ଜୟଯୁକ୍ତ କରିବା ସେହି ବିଷୟରେ ଆଲୋଚନା ହୋଇଥିଲା। ଏଠାରେ ମୁଖ୍ୟ ଅତିଥି ଭାବରେ ପାଟଣା ବ୍ଲକ ଅଧକ୍ଷା ସୁକାନ୍ତି ନାଏକ ଏବଂ ବିଜୁଜନତା ଦଳ ର ମହିଳା ସଭାପତି ସୁକାନ୍ତି ମହାନ୍ତ ଯୋଗ ଦେଇ ବିଜୁମହିଳା ଜନତା ଦଳର କର୍ମକର୍ତ୍ତାଙ୍କୁ ଦୁଇଟି ଶଙ୍ଖରେ ଭୋଟ ଦେଇ ବିଧାୟକ ଓ ସାଂସଦ ପ୍ରାର୍ଥୀଙ୍କୁ ଜୟଯୁକ୍ତ କରିବାକୁ ଆହ୍ୱାନ ଦେଇଥିଲେ।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories