www.samajalive.in
Thursday, December 11, 2025
26.1 C
Bhubaneswar

ବାଲିଆପାଳରେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ନିର୍ବାଚନୀ ସଭା

ବାଲିଆପାଳ: ଆଜି ବସ୍ତା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାଲିଆପାଳ ବ୍ଲକ ରତାଇ ପଞ୍ଚାୟତ ଅନ୍ତର୍ଗତ ହାଟ ପଡିଆ ଠାରେ ଭାରତୀୟ ଜନତା ପାର୍ଟି ପକ୍ଷରୁ ନିର୍ବାଚନୀ ସଭା ଅନୁଷ୍ଠିତ ହୋଇଯାଇଛି। ଏହି ସଭାରେ କେନ୍ଦ୍ର ସରକାରଙ୍କ ରେଳ ଓ ବୈଷୟିକ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ ଯୋଗଦେଇ ରାଜ୍ୟ ସରକାରଙ୍କୁ ସମାଲୋଚନା କରିବା ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବରେ ଭାରତ ବିଶ୍ୱରେ ଏକ ବିକଶିତ ରାଷ୍ଟ୍ର ହେବାରେ ଲାଗିଛି ବୋଲି କହିଛନ୍ତି। ତୃତୀୟ ଥର ପାଇଁ ଭାରତୀୟ ଜନତା ପାର୍ଟି କେନ୍ଦ୍ରରେ ସରକାର ଗଢିବା ସହିତ ରାଜ୍ୟରେ ମଧ୍ୟ ଭାରତୀୟ ଜନତା ପାର୍ଟିର ସରକାର ନିଶ୍ଚିତ ହେବ ବୋଲି କହିଛନ୍ତି।

Hot this week

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

ଆମେରିକା, କୋରିଆ, ଜାପାନ… ସମସ୍ତଙ୍କୁ ପଛରେ ପକାଇ, ରେଳବାଇରେ ଭାରତ କିପରି ସଫଳ ହେଲା ?

ନୂଆଦିଲ୍ଲୀ: ଗତ ୭୫ ବର୍ଷ ମଧ୍ୟରେ ଭାରତ ରେଳ ବିଦ୍ୟୁତୀକରଣରେ ଉଲ୍ଲେଖନୀୟ...

ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲା: ଷଡ଼ଯନ୍ତ୍ରକାରୀ ଉମର ଖଲିଦକୁ ଅନ୍ତରୀଣ ଜାମିନ

ସମାଜଲାଇଭ ଡେସ୍କ: ୨୦୨୦ ଉତ୍ତର-ପୂର୍ବ ଦିଲ୍ଲୀ ଦଙ୍ଗା ଷଡ଼ଯନ୍ତ୍ର ମାମଲାର ଅଭିଯୁକ୍ତ...

ପାଚିଲା କଦଳୀରୁ ପୁଷ୍ଟିକର ଖାଦ୍ୟ ପିଲାଙ୍କୁ ଦିଅନ୍ତୁ

କଦଳୀକୁ ବିଭିନ୍ନ ପ୍ରକାରର ଖାଦ୍ୟ ପ୍ରସ୍ତୁତ କରିବା ପାଇଁ ବ୍ୟବହାର କରାଯାଇପାରିବ।...

୨୦୨୬ରେ ଶନିଙ୍କ ପ୍ରଭାବ: ଏହି ରାଶିରେ ବଦଳିବ ଭାଗ୍ୟ

ସମାଜ ଡିଜିଟାଲ ଡେସ୍କ: ନଅଟି ଗ୍ରହ ମଧ୍ୟରୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଗ୍ରହ...

Related Articles

Popular Categories