www.samajalive.in
Saturday, December 13, 2025
15.1 C
Bhubaneswar

କଲ୍ୟାଣସିଂହପୁର ବିଦ୍ୟାଳୟରେ ଶତପ୍ରତିଶତ ଦଶମ ପରୀକ୍ଷା ଫଳ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦରରେ ଥିବା ସରକାରୀ ଉଚ୍ଚ ବିଦ୍ୟାଳୟରେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷାରେ ୧୦୦ଭାଗ ଛାତ୍ର ଛାତ୍ରୀ ଉତ୍ତୀର୍ଣ୍ଣ ହୋଇଥିବା ବିଦ୍ୟାଳୟ ପକ୍ଷରୁ ସୂଚନା ମିଳିଛି। ଚଳିତ ବର୍ଷ ଦଶମ ବୋର୍ଡ ପରୀକ୍ଷାରେ ସ୍ଥାନୀୟ ବିଦ୍ୟାଳୟ ରୁ ୧୦୩ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ। ଏଥିରୁ ସମସ୍ତ ବିଦ୍ୟାର୍ଥୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ବି୨ରେ ୫ଜଣ, ସିରେ ୧୧ଜଣ, ଡିରେ ୩୮, ଇରେ ୪୫, ଏଫରେ ୪ଜଣ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ଉକ୍ତ ବ୍ଲକରେ କାନସୁର ବିଦ୍ୟାଳୟ, ବୁଡ଼ାଗୁଡା ସେବାଶ୍ରମ, କତାଗୁଡା ଉଚ୍ଚ ବିଦ୍ୟାଳୟ, ବିଜୟନଗର ବାଳିକା ବିଦ୍ୟାଳୟ, ସିଙ୍ଗାରି ବିଦ୍ୟାଳୟ, ସିକରପାଇ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ ଉତ୍ତୀର୍ଣ୍ଣ ହୋଇଛନ୍ତି। ବ୍ଲକରେ ଶିକରପାଇ ବିଦ୍ୟାଳୟ ତୃପ୍ତିମୟୀ ରାଉତ ୫୨୫ ପ୍ରଥମ, ପୁନମ ଖଣ୍ଡରିଆ ୪୯୫ ଦ୍ୱିତୀୟ ଓ ଲିଙ୍ଗରାଜ ମହାଙ୍କୁଡା ୪୭୩ ତୃତୀୟ ସ୍ଥାନରେ ଅଧିକାର କରିଛନ୍ତି।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories