www.samajalive.in
Saturday, December 6, 2025
16.1 C
Bhubaneswar

ବିଦ୍ୟୁତ କରେଣ୍ଟରେ ବୃଦ୍ଧା ମୃତ

ଆଠଗଡ଼: ଆଠଗଡ଼ ଥାନା ଅନ୍ତର୍ଗତ କୁଲାଇଲୋ ପଞ୍ଚାୟତ ଅଧିନ କରକମଳ ଗ୍ରାମର ଜଣେ ବୃଦ୍ଧା ବିଦ୍ୟୁତ୍‌‌ ସଂସ୍ପର୍ଶରେ ଆସି ମୃତ୍ୟୁବରଣ କରିଥିବା ଜଣାପଡ଼ିଛି। କରକମଳ ଗ୍ରାମର ସ୍ୱର୍ଗତ ପଠାଣୀ ମହାନ୍ତିଙ୍କ ପତ୍ନୀ କାଞ୍ଚନ ମହାନ୍ତି (୭୫) ସକାଳୁ ନିଦରୁ ଉଠିବା ପରେ ଟେବୁଲ ପଙ୍ଖା ବନ୍ଦ କରିବାକୁ ଯାଇ ବିଦ୍ୟୁତ୍‌‌ ସଂସ୍ପର୍ଶରେ ଆସି ଗୁରୁତର ହୋଇପଡ଼ିଥିଲେ। ତାଙ୍କୁ ପରିବାର ଲୋକ ତୁରନ୍ତ ଆଠଗଡ଼ ଡାକ୍ତରଖାନା ଆଣିବା ପରେ ପରୀକ୍ଷାନିରୀକ୍ଷା ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିôôôଲେ। ପୁଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରାଇବା ସହ ଏକ ଅପମୃତ୍ୟୁ ମାମଲା ରୁଜୁ କରିଥିବା ଏବଂ ସହକାରୀ ଉପନିରୀକ୍ଷକ ସତ୍ୟପ୍ରିୟ ବରାଳ ଏହାର ତଦନ୍ତ ଦାୟିତ୍ୱ ନେଇଥିବା ଜଣାପଡ଼ିଛି।

Hot this week

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories