କେନ୍ଦୁଝରଗଡ଼଼: ରାଜ୍ୟରେ ନୂତନ ସରକାର ଶପଥଗ୍ରହଣ ପରିପ୍ରେକ୍ଷୀରେ କେନ୍ଦୁଝର ଜିଲା ପ୍ରଶାସନ ପକ୍ଷରୁ ଜିଲା ସଦର ମହକୁମାସ୍ଥିତ ବରପୁତ୍ର ମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ଅତିରିକ୍ତ ଜିଲାପାଳ ଲଳିତ ସରେଙ୍ଗ, ସଦର ବିଡିଓ ତିଳୋତ୍ତମା ପୃଷ୍ଟି, ଜିଲା ସଂସ୍କୃତି ଅଧିକାରୀ ରମେଶ ଚନ୍ଦ୍ର ନାଏକ, ଜିଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ସାର୍ଥକ ଅଭିନନ୍ଦନ ରାୟଙ୍କ ସମେତ ଜିଲାସ୍ତରୀୟ ଅଧିକାରୀ ଉପସ୍ଥିତ ରହି ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
Popular Categories



