www.samajalive.in
Saturday, December 13, 2025
27.1 C
Bhubaneswar

ଜ୍ୟେଷ୍ଠ ଘଣ୍ଟ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକରେ ଜ୍ୟେଷ୍ଠ ଘଣ୍ଟ ଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି।ସରପଞ୍ଚ ଗୌତମ ବାର୍ଲିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କ ଜୋନ ଜିଲା ପରିଷଦ ସଦସ୍ୟ ବି ୱାରା ପ୍ରସାଦ ରାଓ, ଗ୍ରାମର ମାନ୍ୟଗଣ୍ୟ ବୁଦ୍ଧିଜୀବୀ ଉପସ୍ଥିତ ଥିଲେ। ୧୬ତାରିଖ ସନ୍ଧ୍ୟାରେ ଉଜୁଡି ଘୋଡ଼ାଯିବ। ୧୭ତାରିଖ ସୋମବାର ରାତ୍ରରେ ମାଆଙ୍କ ପାଦ ଆଣି ଅସ୍ଥାୟୀ ମଣ୍ଡପରେ ସ୍ଥାପନ କରାଯିବ। ଏହା ସାତ ଦିନ ଧରି ପାଳନ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି।

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

କିସ୍‌ରେ କେମିତି ହେଲା ଛାତ୍ର ଙ୍କ ମୃତ୍ୟୁ ? ସାଂଘାତିକ ଅଭିଯୋଗ ଆଣିଲେ ପରିବାର…

କେନ୍ଦୁଝର: ଭୁବନେଶ୍ଵର କିସ୍‌ରେ ଆଦିବାସୀ ଛାତ୍ରର ମୃତ୍ୟୁ ନେଇ କେନ୍ଦୁଝର ଜିଲାପାଳଙ୍କ...

Related Articles

Popular Categories