www.samajalive.in
Sunday, December 7, 2025
16.1 C
Bhubaneswar

ରଥାରୂଢ ହୋଇ ମାଉସୀମା ଘରକୁ ଗମନ କଲେ ଚତୁର୍ଦ୍ଧାମୂର୍ତ୍ତି

ଆରଡି: ପବିତ୍ର ରଥଯାତ୍ରା ପାଇଁ ଉତ୍ସବମୁଖର ହୋଇ ଉଠିଥିଲା ସମଗ୍ର ଆରଡିପୀଠ। ପୀଠରେ ଥିବା ଜଗନ୍ନାଥ ମନ୍ଦିର ସମେତ ଧନିପାଢୀ ସାହି, ପୁଷ୍ପାଳକ ସେବକ ରଣା ସାହିରେ ମହା ଆଡମ୍ବର ସହ ଶ୍ରୀଗୁଣ୍ଡିଚା ନୀତି ରୀତିନୀତି ଅନୁଯାୟୀ ସମ୍ପନ୍ନ ହୋଇଛି। ସକାଳୁ ଦ୍ବାରଫିଟା ନୀତି ସହିତ ମଙ୍ଗଳ ଆଳତୀ, ମହାସ୍ନାନ, ସିଂହାର ବେଶ କରାଯାଇ ରଥ ପ୍ରତିଷ୍ଠା କରାଯାଇଥିଲା। ଅପରାହ୍ଣରେ ଗୋଟି ପହଣ୍ଡିରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ରଥରେ ବିଜେ କରାଯାଇଥିଲା। ପରେ ଶତାଧିକ ଶ୍ରଦ୍ଧାଳୁ ଭକ୍ତ ରଥ ଟାଣି ନେଇ ମାଉସୀମା ଘରକୁ ନେଇଯାଇଥିଲେ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories