www.samajalive.in
Tuesday, December 9, 2025
16.1 C
Bhubaneswar

ସମିତି ବୈଠକରେ କିନ୍ନରଙ୍କ ହଟହଟା

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକର ସମିତି କାର୍ଯ୍ୟାଳୟର ସଦଦ୍ଭାବନା ଗୃହ ଠାରେ ସମିତି ବୈଠକରେ କିନ୍ନରମାନେ ହଟହଟା ହୋଇଥିବା ଦେଖିବାକୁ ମିଳିଛି। ବୈଠକରେ କୋରାପୁଟ ସାଂସଦ ସପ୍ତଗିରି ଶଙ୍କର ଉଲ୍ଲକା, ବିଷମକଟକ ନିର୍ବାଚନ ମଣ୍ଡଳୀର ବିଧାୟକ ନୀଳମାଧଵ ହିକକା, ରାୟଗଡା ନିର୍ବାଚନ ମଣ୍ଡଳୀର ବିଧାୟକ ଆପୁଲୁସ୍ୱାମୀ କାଡ୍ରାକା, ବିଡ଼ିଓ ମନୀଷା ଦାସ ଉପସ୍ଥିତ ରହିଥିବା ବେଳେ ବ୍ଲକର ୧୪ଟି ପଞ୍ଚାୟତର ସମସ୍ତ ସରପଞ୍ଚ, ସମିତି ସଭ୍ୟ, ବିଭାଗୀୟ ଅଧିକାରୀ ଓ ଶହ ଶହ ସଂଖ୍ୟାରେ ଅଞ୍ଚଳବାସୀଙ୍କ ସାମ୍ନାରେ ନିଜ ସମସ୍ୟା ବିଷୟରେ କହି ପାଟି ତୁଣ୍ଡ କରି ଅଶ୍ଳୀଳ ଭାଷାରେ ଗାଳି ଗୁଲଜ କରିଥିବା ଦେଖିବାକୁ ମିଳିଛି। ଏଥିରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ମଧ୍ୟ ଛାଡି ନ ଥିଲେ।

Hot this week

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

ମଙ୍ଗଳବାର ରାଶିଫଳ: ଭାଗ୍ୟ ଡୋରିକୁ ନିଜ ହାତରେ ରଖିବେ, ବ୍ୟବସାୟରୁ ପ୍ରଚୁର ଲାଭ ହେବ

ମେଷ: ସୁଖଦା, ସତ୍‌ଚରିତ୍ରା, ପତିବ୍ରତା ସହଧର୍ମିଣୀଙ୍କ ପରାମର୍ଶ ଉପାଦେୟ ହେବ। ବିଭିନ୍ନ ସୂତ୍ରରୁ...

ଟଙ୍କାର ବିନିମୟ ମୂଲ୍ୟ ଆଉ ୧୬ ପଇସା କମିଲା

ନୂଆଦିଲ୍ଲୀ, ୮ା୧୨: ସୋମବାର ଆମେରିକୀୟ ଡଲାର ତୁଳନାରେ ଟଙ୍କା ୧୬ ପଇସା...

Related Articles

Popular Categories