www.samajalive.in
Sunday, December 14, 2025
23.1 C
Bhubaneswar

ଜଷ୍ଟ ଫର ୟୁର ସେବା କାର୍ଯ୍ୟ

ଆଠଗଡ: ଆଠଗଡ଼ର ଅଗ୍ରଣୀ ସ୍ବେଛାସେବୀ ସଂଗଠନ ଜଷ୍ଟ ଫର ୟୁ ସେବା ସଂଘ ପକ୍ଷରୁ ସୋମବାର ଶ୍ରୀ ଅଟ୍ଟାଳି ଜଗନ୍ନାଥଙ୍କ ବାହୁଡ଼ାଯାତ୍ରା ଅବସରରେ ଆନନ୍ଦ ବଜାରରେ ଭକ୍ତଙ୍କ ପାଇଁ ପ୍ରସାଦ ବ୍ୟବସ୍ଥା ସହିତ ଶୃଙ୍ଖଳିତ ଯାତ୍ରା ଲାଗି ସହାୟତା କରାଯାଇଥିଲା। ଅନୁଷ୍ଠାନର ପ୍ରତିଷ୍ଠାତା ସଭାପତି ସୁଧାଂଶୁ ଶେଖର ସାହୁ ଓ ସମ୍ପାଦକ ପାୟଲ ବୁର୍ମାଙ୍କ ତତ୍ତବଧାନରେ ରଥ ଆସି ଜଗନ୍ନାଥ ମନ୍ଦିର ନିକଟସ୍ଥ ରଥଖଳାରେ ପହଞ୍ଚିବା ପରେ ମନ୍ଦିର୍ଗ ପ୍ରାଗଣରେ ଆନନ୍ଦ ବଜାର ମାଧ୍ୟମରେ ଶହ ଶହ ଶ୍ରଦ୍ଧାଳୁଙ୍କ ପାଇଁ ପ୍ରସାଦ ବିତରଣ କରା ଯାଇଥିଲା। ଏହି କାର୍ଯ୍ୟକ୍ରମ ସଂଗଠନର ଉପଦେଷ୍ଟା ଲଷ୍ମୀନାରାୟଣ ଭଞ୍ଜ ଓ ବିଭୁଦତ ଜେନାଙ୍କ ସମେତ ସମସ୍ତ ସଦସ୍ୟ ଉପସ୍ଥିତ ରହି ସହଯୋଗ କରିଥିଲେ।

Hot this week

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

Related Articles

Popular Categories