www.samajalive.in
Sunday, December 14, 2025
23.1 C
Bhubaneswar

ଜିଲା ଠିକାଦାର ସଂଘର ନୂତନ କର୍ମକର୍ତ୍ତା ଚୟନ

ଫୁଲବାଣୀ: ଜିଲା ଠିକାଦାର ସଂଘର ଏକ ସାଧରଣ ବୈଠକ ସ୍ଥାନୀୟ ବିଜୁ କଲ୍ୟାଣ ମଣ୍ଡପ ଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାର ବିଭିନ୍ନ ଅଞ୍ଚଳର ଠିକାଦାର ମାନେ ଯୋଗଦେଇ ବିଭିନ୍ନ ଦିଗ ଉପରେ ଆଲୋଚନା କରିବା ସହିତ ସଂଘର ଆୟ ଏବଂ ବ୍ୟୟ ଉପରେ ସୂଚନା ଦିଆଯାଇଛି। ସଭା ପରେ ନୂତନ କର୍ମକର୍ତ୍ତା ଚୟନ ପାଇଁ ୭ ଜଣିଆ କମିଟି ଗଠନ କରାଯାଇ ନୂତନ କର୍ମକର୍ତ୍ତାଙ୍କ ନାମ ଘୋଷଣା କରିଥିବା ବେଳେ ସଭାପତି ଭାବେ ପୁଣିଥରେ ଅଭୟ ପଟନାୟକ ମନୋନିତ ହୋଇଥିବା ବେଳେ ସଂପାଦକ ଭାବେ ସାନ୍ତନୁ କୁମାର ପ୍ରଧାନ, ଉପସଭାପତି ଭାବେ ଯତିନ୍ କୁମାର ସାହୁ, ସହ ସଂପାଦକ ଭାବେ ଶିବ ଶଙ୍କର ବେହେରା ଏବଂ କୋଷାଧ୍ୟକ୍ଷ ଭାବେ ଅଶୋକ ମହାନ୍ତି ମନୋନିତ ହୋଇଛନ୍ତି। ସେହିଭଳି ସାଂସ୍କୃତିକ ସଂପାଦକ ଭାବେ ମୁକ୍ତିକାନ୍ତ ମହାନ୍ତି ଓ ୭ ଜଣଙ୍କୁ ଉପଦେଷ୍ଟା ଭାବେ ଓ ୧୬ ଜଣଙ୍କୁ କାର୍ଯ୍ୟକାରୀ ସଦସ୍ୟ ଭାବେ ମନୋନୀତ କରାଯାଇଛି।

Hot this week

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

Related Articles

Popular Categories