www.samajalive.in
Monday, December 15, 2025
17.1 C
Bhubaneswar

ଜିଲ୍ଲା ପ୍ରଶିକ୍ଷକ ସଂଘ ବୈଠକ

ପାଟଣା: କେନ୍ଦୁଝର ଜିଲ୍ଲା ପ୍ରଶିକ୍ଷକ ସଂଘର ପରିବର୍ଦ୍ଧିତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ ନିମନ୍ତେ ଆବାହକ କୃଷ୍ଣଚନ୍ଦ୍ର ବାରିକଙ୍କ ଆହ୍ବାନ କ୍ରମେ ମୁକୁନ୍ଦପୁର ପାଟଣା ପଞ୍ଚାୟତର ରାଜୀବ ଗାନ୍ଧୀ ସେବା କେନ୍ଦ୍ର ଠାରେ ବୈଠକ ଆଜି ଅନୁଷ୍ଠିତ ହୋଇଛି। ମା ତାରିଣୀଙ୍କୁ ଦର୍ଶନ କରି ପୂର୍ବ ବୈଠକର ବିବରଣୀ ପଠନ ସହ ସର୍ବସମ୍ମତି କ୍ରମେ ଏହା ଗୃହୀତ କରାଯାଇ ଆଗାମୀ କାର୍ଯ୍ୟପନ୍ଥା ନେଇ ଆଲୋଚନା କରାଯାଇଥିଲା। ବରିଷ୍ଠ ପ୍ରଶିକ୍ଷକ ଶିବନାଥ ପ୍ରଧାନ, ଭରତ ଚନ୍ଦ୍ର ସାହୁ, ବିନୋଦ ବିହାରୀ ମହାପାତ୍ର ପ୍ରମୁଖ ଭବିଷ୍ୟତ କାର୍ଯ୍ୟପନ୍ଥା ଉପରେ ବିସ୍ତୃତ ଆଲୋଚନା କରିଥିଲେ। ତ୍ରୈମାସିକ ସଭା, ସଭ୍ୟ ଚାନ୍ଦା ,ଏକତା ଏବଂ ବିଶେଷ ଭାବେ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା ତଥା ପ୍ରଶିକ୍ଷକଙ୍କ ସ୍ଵୀକୃତି ସମ୍ବନ୍ଧରେ ନିବେଦନ ନିମନ୍ତେ ସର୍ବସମ୍ମତି କ୍ରମେ ପ୍ରସ୍ତାବ ଗୃହୀତ କରାଗଲା।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories