ଶିଶୁ କନ୍ୟାକୁ ଦୁଷ୍କର୍ମ ଓ ହତ୍ୟା ଧମକ ମାମଲା – ଅଭିଯୁକ୍ତକୁ ୨୫ ବର୍ଷ ସଶ୍ରମ କାରାଦଣ୍ଡାଦେଶ

ଫୁଲବାଣୀ: ଜଣେ୪ ବର୍ଷର ଶିଶୁ କନ୍ୟାକୁ ଦୁଷ୍କର୍ମ ସହିତ ଜୀବନରେ ମାରିଦେବା ପାଇଁ ଧମକ ମାମଲାର ରାୟ ଆଜି ପ୍ରକାଶ ପାଇଛି। ଫୁଲବାଣୀ ସ୍ୱତନ୍ତ୍ର ପୋକ୍ସୋ କୋର୍ଟର ବିଚାରପତି ରାଜେଶ ଦାସଙ୍କ ଇଜିଲାସରେ ଅନୁଷ୍ଠିତ ହୋଇ ଅଭିଯୁକ୍ତକୁ ୨୫ ବର୍ଷ ଜେଲଦଣ୍ଡ ସହିତ ୬୦ ହଜାର ଟଙ୍କା ଜରିମାନ ଓ ଜରିମାନା ଅନାଦେୟ ଅଧିକା ୭ ମାସ ସଶ୍ରମ କାରାଦଣ୍ଡ ପାଇଁ ରାୟରେ ଉଲ୍ଲେଖ କରିଛନ୍ତି ବିଚାରପତି। ଅଭିଯୁକ୍ତ ଜଣକ ହେଲେ ଖଜୁରିପଡ଼ା ଥାନା ଅଞ୍ଚଳର ହେମନ୍ତ … Continue reading ଶିଶୁ କନ୍ୟାକୁ ଦୁଷ୍କର୍ମ ଓ ହତ୍ୟା ଧମକ ମାମଲା – ଅଭିଯୁକ୍ତକୁ ୨୫ ବର୍ଷ ସଶ୍ରମ କାରାଦଣ୍ଡାଦେଶ