www.samajalive.in
Monday, December 8, 2025
20.1 C
Bhubaneswar

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ବାଣିଜ୍ୟ ବିଭାଗରେ ଆୟକର ଦିବସ ପାଳିତ

ଗୋପାଳପୁର: ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ସ୍ନାତ୍ତକୋତ୍ତର ବାଣିଜ୍ୟ ବିଭାଗ ଆନୁକୂଲ୍ୟରେ ଆୟକର ଦିବସ ପାଳନ ହୋଇଯାଇଛି। ବ୍ରହ୍ମପୁର ଆୟକର କାର୍ଯ୍ୟାଳୟର ଆୟକର ଇନ୍ସପେକ୍ଟର ପ୍ରମୋଦ କୁମାର ସ୍ବାଇଁ, ଅତିଥି ରୂପେ ଯୋଗ ଦେଇ ଛାତ୍ର ଛାତ୍ରୀମାନଙ୍କୁ ଆୟକର ନିୟମ ଏହାର ଉପାଦେୟତା ଉପରେ ଆଲୋକପାତ କରିଥିଲେ। ଏହି ଦିବସ ଆନୁକୂଲ୍ୟରେ ବିଭାଗ ଦ୍ଵାରା ଏକ କୁଇଜ୍ ପ୍ରତିଯୋଗିତା କରାଯାଇଥିଲା ଓ ବିଜୟତା ମାନଙ୍କୁ ପୁରସ୍କାର ମାଧ୍ୟମରେ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ବିଭାଗର ସଂଯୋଜକ ଶକ୍ତି ରଞ୍ଜନ ଦାଶ ପରିଚାଳନା କରିଥିବା ବେଳେ ବିଭାଗର ପ୍ରଫେସର ପ୍ରକାଶ ଚନ୍ଦ୍ର ମିଶ୍ର, ସହକାରୀ ପ୍ରଫେସର ଡ଼ଃ ବି. ଭି . ରାଓ, ଡ଼ଃ ମହେଶ୍ୱର ସେଠୀ, ଡ଼ଃ ଚନ୍ଦ୍ରିକା ପ୍ରସାଦ ଦାସ ଓ ଡ଼ଃ ଜିନତା ପଟ୍ଟନାୟକ ଆୟୋଜନ କରିବାରେ ସହଯୋଗ କରିଥିଲେ।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories