www.samajalive.in
Saturday, December 6, 2025
16.1 C
Bhubaneswar

ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ପରିଦର୍ଶନ କଲେ ଜାତୀୟ ନିଶ୍ଚିତତା ଗୁଣବତ୍ତା ଦଳ

ଫୁଲବାଣୀ: ଆୟୁଷ୍ମାନ ଆରୋଗ୍ୟ ମନ୍ଦିର ବିଶିପଡ଼ାକୁ ପରିଦର୍ଶନ କଲେ ଜାତୀୟ ନିଶ୍ଚିତତା ଗୁଣବତ୍ତା ଦୁଇ ଜଣିଆ ଦଳ। ଦଳରେ ଆସିଥିବା ଡକ୍ଟର. ଭେନୁ ଗୋପଲ୍ ରେଡ୍ଡୀ ଏବଂ ପ୍ରହ୍ଲାଦ ଆମ୍ବଦସ୍, ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ଉପସ୍ଥିତିରେ ମାନ ପରୀକ୍ଷା କରାଯାଇଥିଲା ଗୋଷ୍ଠୀ ଜନ ସ୍ଵାସ୍ଥ୍ୟ ଅଧିକାରୀ ଡ଼.କଳ୍ପନା ଦଳାଇ, ଡ଼.ପ୍ରଶାନ୍ତ ମହାପାତ୍ର (ଆୟୁଷ), ଗୋଷ୍ଠୀ ପ୍ରକଳ୍ପ ପରିଚାଳକ ପ୍ରଶାନ୍ତ ମହାପାତ୍ର, ଗୋଷ୍ଠୀ କୋଷ ପରିଚାଳକ ସମିର୍ କୁମାର ପୂଜାରୀ, ଗୋଷ୍ଠୀ ଜନ ସ୍ଵାସ୍ଥ୍ୟ ସମ୍ପ୍ରସାରଣ ଅଧିକାରୀ ଜ୍ୟୋତ୍ସ୍ନାରାଣୀ ମହାନ୍ତି ଉପସ୍ଥିତ ଥିଲେ।

Hot this week

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories