www.samajalive.in
Monday, December 8, 2025
14.1 C
Bhubaneswar

ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ସପ୍ତାହ ପାଳନ

ପାଟଣା: ଜାତୀୟ ଶିକ୍ଷାନୀତି -୨୦୨୦ର ଚତୁର୍ଥ ବର୍ଷ ପୂର୍ତ୍ତୀ ଅବସରରେ ପାଟଣା ବ୍ଲକର ଡୁମୁରିଆ ପଞ୍ଚାୟତ ଅଧୀନ କୋଠାଘର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷା ସପ୍ତାହର ଚତୁର୍ଥ ଦିବସ ପାଳିତ ହୋଇଯାଇଛି। ଶିକ୍ଷା ସପ୍ତାହ ଗତ ଜୁଲାଇ ୨୨ରୁ ଆରମ୍ଭ ହୋଇ ଜୁଲାଇ ୨୯ରେ ସରିବାକୁ ଯାଉଛି। ଚତୁର୍ଥ ଦିବସକୁ ବିଦ୍ୟାଳୟର ଛାତ୍ର ଛାତ୍ରୀ ମାନେ ସାଂସ୍କୃତିକ ଦିବସ ଭାବରେ ପାଳିତ କରିଥିଲେ। ସମସ୍ତେ ଗୀତ, ନାଚ, ଗପ କହିବା ଓ ଅଭିନୟ ଭଳି ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ଆନନ୍ଦ ଉଲ୍ଲାସରେ ଭାଗ ନେଇଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories