www.samajalive.in
Tuesday, December 9, 2025
26.1 C
Bhubaneswar

ଜିଲ୍ଲାର ସମସ୍ତ ବିଦ୍ୟାଳୟରେ ଶିକ୍ଷା ସପ୍ତାହ ପାଳିତ

ଫୁଲବାଣୀ: ଜାତୀୟ ଶିକ୍ଷାନୀତି ୨୦୨୦ ପ୍ରଚଳନର ଚତୁର୍ଥ ବାର୍ଷିକ ପାଳନ ଅବସରରେ ଶିକ୍ଷା ସପ୍ତାହ ମୌଳିକ ସ୍ଵାକ୍ଷରତା ଓ ସଂଖ୍ୟା ଜ୍ଞାନ ପାଳନ କରାଯାଉଛି। ଏହି ପରିପେକ୍ଷୀରେ ସମଗ୍ର କନ୍ଧମାଳ ଜିଲ୍ଲାରେ ଜୁଲାଇ ୨୨ ତାରିଖ ଠାରୁ ୨୮ ତାରିଖ ପର୍ଯ୍ୟନ୍ତ ଶିକ୍ଷା ସପ୍ତାହ ପାଳନ କରା ଯାଉଛି। ଶିକ୍ଷା ସପ୍ତାହ ପାଳନ ଅବସରରେ ଶିକ୍ଷା, ଶିକ୍ଷଣ କାର୍ଯ୍ୟକୁ ଆକର୍ଷଣ କରିବା ସହ ଏଥିରେ ନୂତନତା ଅବଲମ୍ବନ କରି ଶିକ୍ଷା ପଦ୍ଧତିରେ ଏକ ଯୁଗାନ୍ତକାରୀ ଅନୁଭୂତି ସୃଷ୍ଟି କରିବା ଲକ୍ଷ ରଖାଯାଇଛି।

Hot this week

ପ୍ରଥମେ ବ୍ୟାଟିଂ କରିବ ଭାରତ

କଟକ: ଆଉ ମାତ୍ର କିଛି ସମୟର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ଇଣ୍ଡୋନେସିଆରେ ବଡ଼ ଧରଣର ଅଗ୍ନିକାଣ୍ଡ, ୨୦ ମୃତ

ସମାଜଲାଇଭ ଡେସ୍କ: ଇଣ୍ଡୋନେସିଆର ଜାକାର୍ତ୍ତାରେ ମଙ୍ଗଳବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ...

ଯୁକ୍ତ ଦୁଇ ପରୀକ୍ଷା ସୂଚୀ ସାମାନ୍ୟ ପରିବର୍ତ୍ତନ

ଭୁବନେଶ୍ଵର : ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ହୋଇଛି।...

ଦେଢ଼ବର୍ଷରେ ମଲେଣି ୧୩୬ ହାତୀ

ସମାଜଲାଇଭ ଡେସ୍କ: ରାଜ୍ୟରେ ହାତୀ ଅସୁରକ୍ଷିତ। ହାତୀ ମୃତ୍ୟୁ ରୋକିବାରେ ସରକାର...

ପାନୀୟଜଳ ସମସ୍ୟା ଦୂର ପାଇଁ ନିର୍ମାଣ ହେଉଛି ୬,୬୪୬ ନୂତନ ନଳକୂପ

ସମାଜଲାଇଭ ଡେସ୍କ: ରାଜ୍ୟରେ ଆଗକୁ ଆସୁଥିବା ଖରାଦିନ ପୂର୍ବରୁ ପାନୀୟଜଳ ସମସ୍ୟା...

Related Articles

Popular Categories