www.samajalive.in
Sunday, December 7, 2025
26.1 C
Bhubaneswar

ଅଞ୍ଚଳର ସମସ୍ୟା ନେଇ ସାଂସଦଙ୍କ ସହିତ ଆଲୋଚନା

ଫୁଲବାଣୀ: ଭାରତୀୟ ଜନତା ପାର୍ଟି ଯୁବ ମୋର୍ଚ୍ଚା ପକ୍ଷରୁ ଶନିବାର ଦିନ ଫୁଲବାଣୀ ଠାରେ କାର୍ଗିଲ ବିଜୟର ୨୫ ବର୍ଷ ପାଳନ ଅବସରରେ ଏକ ଜନସଭା କାର୍ଯ୍ୟକ୍ରମ ଅନଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ଯୋଗ ଦେଇଥିବା କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀଙ୍କୁ ଦାରିଙ୍ଗବାଡି ବ୍ଳକ ବିଜେପି ବ୍ଲକ ସଭାପତି ସନ୍ତୋଷ କୁମାର ସାହୁଙ୍କ ନେତୃତ୍ୱରେ ଯୁବ ମୋର୍ଚ୍ଚା ପ୍ରତିନିଧି ଓ କର୍ମକର୍ତ୍ତା ମାନେ ସାକ୍ଷାତ କରି ଦାରିଙ୍ଗବାଡି ବ୍ଳକର ସମସ୍ୟା ସମ୍ପର୍କରେ ଆଲୋଚନା କରିଥିଲେ।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories