www.samajalive.in
Saturday, December 6, 2025
26.1 C
Bhubaneswar

୨୪୫ ଲିଟର ଦେଶୀ ଚୋରା ମଦ ଜବତ, ୩ ଗିରଫ

କଳାପଥର (ବାଙ୍କୀ): ଅବକାରୀ ବିଭାଗ ପକ୍ଷରୁ ବାଙ୍କୀ ଥାନା ଓ ବୈଦେଶ୍ଵର ଥାନା ଅଧୀନରେ ରହିଥିବା ଢ଼ସର ଓ ବୈଦେଶ୍ଵର ଅଂଚଳରେ ଜୋରଦାର ଚଢ଼ାଉରେ ୨୪୫ ଲିଟର ଚୋରା ଦେଶୀ ରନ୍ଧା ମଦ ଜବତ କରାଯାଇଛି। ପୁଲିସ ଏହି ଘଟଣାରେ ୩ ଜଣ ମଦ ବ୍ୟବସାୟୀଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ଜଣେ ମହିଳା ମଦ ବ୍ୟବସାୟୀ ଥିବା ଜଣାପଡିଛି।

Hot this week

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

Related Articles

Popular Categories