www.samajalive.in
Saturday, December 6, 2025
16.1 C
Bhubaneswar

ଫୁଲବାଣୀ ପୌରାଧ୍ୟକ୍ଷା ଅନାସ୍ଥା ମାମଲା, ଜିଲାପାଳଙ୍କୁ ହାଜର ନିର୍ଦ୍ଦେଶ

ଫୁଲବାଣୀ: ଫୁଲବାଣୀ ପୌରାଧ୍ୟକ୍ଷା ସ୍ମିତାରାଣୀ ମହାନ୍ତି ଆସ୍ଥା ଭୋଟରେ ହାରିବା ପରେ ମଧ୍ୟ ଆଜି ପର୍ଯ୍ୟନ୍ତ ଏହାକୁ ନେଇ ଛକାପଂଝା ଚାଲିଛି। ଗତ ୨୩ ତାରିଖରୁ ଅନାସ୍ଥା ପ୍ରସ୍ତାବ ପାରିତ ହୋଇଥିଲେ ସୁଦ୍ଧା ଅଧ୍ୟକ୍ଷା ପଦବୀ ପାଇଁ ବର୍ତମାନ ସୁଦ୍ଧା କାହାରିକୁ ଦାୟିତ୍ୱ ଦିଆଯାଇନାହିଁ। ଜିଲାପାଳ ଆଜି ପର୍ଯ୍ୟନ୍ତ ପୌରାଧ୍ୟକ୍ଷାଙ୍କ ବହିସ୍କାର ଉପରେ କୌଣସି ଚିଠି ଜାରି କରି ନାହାନ୍ତି। ଫଳରେ ଏହାକୁ ନେଇ ବିଜେଡି କାଉନସିଲର ମୃତ୍ୟୁଞ୍ଜୟ ପେରା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇ ରାଜ୍ୟ ସରକାର ଏ ସମ୍ପର୍କରେ ତୁରନ୍ତ ଏ ସମ୍ପର୍କରେ ନିର୍ଦ୍ଦେଶ ଜାରୀ କରିବା ପାଇଁ ନିବେଦନ କରିଛନ୍ତି। ଏହାର ଶୁଣାଣୀ କରି ଆସନ୍ତା ୨୧ ତାରିଖରେ ଅଦାଲତରେ ହାଜର ହେବା ପାଇଁ କନ୍ଧମାଳ ଜିଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories