www.samajalive.in
Monday, December 8, 2025
27.1 C
Bhubaneswar

ଗାଧୁଆ ପୋଖରୀରେ ମାଛ ଚାଷକୁ ବିରୋଧ

ରେଙ୍ଗାଲି: ସମ୍ବଲପୁର ଜିଲ୍ଲାର ରେଙ୍ଗାଲିବ୍ଲକ ଲଇଡା ଗ୍ରାମ ପଞ୍ଚାୟତର ରଙ୍ଗଟିକ୍ରା ଶୀତଳବନ୍ଧ (କ) ନାମକ ଗାଧୁଆ ପୋଖରୀରେ ମାଛଚାଷ କରିବାକୁ ପଞ୍ଚାୟତ ପକ୍ଷରୁ ୫ବର୍ଷ ପାଇଁ ନିଳାମରେ ଲିଜ୍ ଦିଆଯାଇଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଜିଲ୍ଲାପରିଷଦ ସଭ୍ୟ ଦେନାରାୟଣ ତିୱାରୀଙ୍କ ନେତୃତ୍ବରେ ଜିଲ୍ଲାପାଳଙ୍କୁ ସାକ୍ଷାତ କରି ଶୀତଳ ବନ୍ଧ ଗାଧୁଆ ପୋଖରୀରେ ମାଛଚାଷ ଠିକା ବନ୍ଦ ପାଇଁ ଦାବୀପତ୍ର ଦିଆଯାଇଛି।

Hot this week

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

Related Articles

Popular Categories