www.samajalive.in
Saturday, December 13, 2025
21.1 C
Bhubaneswar

ଜନ୍ମାଷ୍ଟମୀକୁ ନେଇ ଶାନ୍ତି କମିଟି ବୈଠକ ଅନୁଷ୍ଠିତ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକରେ ବିଗତ ଦିନରେ ସ୍ୱାମୀ ଲକ୍ଷଣା ନନ୍ଦ ସରସ୍ବତୀଙ୍କ ଜନ୍ମାଷ୍ଟମୀରେ ଘଟିଥିବା ହତ୍ୟା ଘଟଣା ପରେ ଘଟିଥିବା ଦଙ୍ଗା ଭଳି ପରିସ୍ଥିତିକୁ ନେଇ ଆଜି ପର୍ଯ୍ୟନ୍ତ ଅଞ୍ଚଳରେ ଖ୍ରୀଷ୍ଟ ଧର୍ମାବଲମ୍ବି ମାନଙ୍କ ମଧ୍ୟରେ ଭୟ ଯାଇନଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ଏବଂ କିଭଳି ଅଞ୍ଚଳରେ ଶାନ୍ତି ବଜାୟ ରହିବ ସେଥିପାଇଁ ଫିରିଙ୍ଗିଆ ବ୍ଲକ ପ୍ରଶାସନ ତରଫରୁ ଫିରିଙ୍ଗିଆ ବ୍ଲକ କାର୍ଯ୍ୟାଳୟରେ ଏକ ଶାନ୍ତି କମିଟି ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ଫିରିଙ୍ଗିଆ ଗୋଷ୍ଠୀ ଉର୍ନ୍ନୟନ ଅଧିକାରୀ ଅନୁପ ଅଭିଷେକ ବେହେରା, ତହସିଲଦାର ଅନାମିକା ପାଣ୍ଡେ, ଫିରିଙ୍ଗିଆ ଥାନା ଅଧିକାରୀ ଗୋପୀନାଥ ବେହେରା, ଗୋଚ୍ଛାପଡ଼ା ଥାନା ଅଧିକାରୀ ପ୍ରଭାତ ବେହେରା ଯୋଗ ଦେଇ ଅଞ୍ଚଳରେ ଶାନ୍ତି ପ୍ରତିଷ୍ଠା ଦିଗରେ ଉପସ୍ଥିତ ଖ୍ରୀଷ୍ଟ ସମ୍ପ୍ରଦାୟଙ୍କ ସହ ଅଞ୍ଚଳର ବିଭିନ୍ନ ଗାଁରୁ ଆସିଥିବା ଜନସାଧାରଣଙ୍କୁ ସଚେତନ କରିଥିଲେ।

Hot this week

ଭାରସ୍ୟାମ ହରାଇ ବାଇକ ଦୁର୍ଘଟଣା ଜଣେ ମୃତ

ପାଟଣା - ଘଟଗାଁ ଥାନା ଅଞ୍ଚଳ ୨୦ ନଂ ଜାତୀୟ ରାଜପଥର...

ସ୍ତ୍ରୀର ପରକୀୟା ପ୍ରୀତି ଧରାପଡିବାରୁ ସ୍ୱାମୀକୁ ହତ୍ୟା କଲା

ନୟାଗଡ଼ - ନୟାଗଡ ଖଣ୍ତପଡା ପୁଆଣିଆ ଗାଁରେ ସ୍ଵାମୀକୁ ସ୍ତ୍ରୀ ହତ୍ୟା...

ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ ସୂର୍ଯ୍ୟକାନ୍ତ

ସମାଜ ନ୍ୟୁଜ ଡେସ୍କ- ଭୁବନେଶ୍ବରରେ ପହଞ୍ଚିଲେ ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଜଷ୍ଟିସ...

ସମ୍ମାନର ସହିତ ମୃତ୍ୟୁର ଅଧିକାର! -ଇଚ୍ଛାମୃତ୍ୟୁ ପାଇଁ ସୁପ୍ରିମକୋର୍ଟରେ ଆବେଦନ

ନୂଆଦିଲ୍ଲୀ - ଗାଜିଆବାଦର ବାସିନ୍ଦା ଅଶୋକ ରାଣା ଏବଂ ନିର୍ମଳା ରାଣା...

ନିଜର ବର୍ଦ୍ଧିତ ଦରମା ନେବେନି ନବୀନ, ଓଡ଼ିଶାବାସୀଙ୍କୁ ଦାନ କରିବେ ନେଇ ଘୋଷଣା କଲେ

ସମାଜ ନ୍ୟୁଜ- ରାଜ୍ୟ ସରକାରଙ୍କ ବିଧାୟକଙ୍କ ଦରମା ବୃଦ୍ଧିକୁ ନେଇ ବଢ଼ୁଛି...

Related Articles

Popular Categories