www.samajalive.in
Thursday, December 11, 2025
13.1 C
Bhubaneswar

ବିଶ୍ୱ ବରିଷ୍ଠ ନାଗରିକ ଦିବସ ପାଳିତ

ଫୁଲବାଣୀ: ସ୍ଥାନୀୟ ଜଗନ୍ନାଥ ମନ୍ଦିର ପ୍ରାଙ୍ଗଣରେ କନ୍ଧମାଳ ଜିଲା ବରିଷ୍ଠ ନାଗରିକ ସଂଘ ଫୁଲବାଣୀ ଶାଖାର ପକ୍ଷରୁ ବିଶ୍ୱ ବରିଷ୍ଠ ନାଗରିକ ଦିବସ ଜିଲା ସଭାପତି ସର୍ବେଶ୍ୱର ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବରିଷ୍ଠ ନାଗରିକ ସ୍ୱାଭିମାନ, ସ୍ୱାଧୀନତା ଓ ସମାଜ ସୁଯୋଗ ପାଇବା ସହିତ ସାମାଜିକ ପ୍ରକ୍ରିୟାରେ କିଭଳି ନିଜକୁ ସାମିଲ୍‌‌ କରିପାରିବେ ସେ ଉପରେ ମତ ରଖିଥିଲେ। ଜିଲା ସଂଘର ସଂପାଦକ ପଦ୍ମଚରଣ ସାହୁ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ ବରିଷ୍ଠ ଉପଦେଷ୍ଟା ଡ଼.ରାଜ କିଶୋର ବେହେରା ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ସଂଗଠନ ସଂପାଦକ ପ୍ରସନ୍ନ କୁମାର ସାହାଣୀ, ସୁବାସ ଚନ୍ଦ୍ର ନାୟକ, କାଶିନାଥ ମହାରଣା, ମୋଚିରାମ ମିଶ୍ର, ସୁନିଲ୍‌‌ କୁମାର ଭଞ୍ଜ, ରବିନାରାୟଣ ସୁବୁଦ୍ଧି, ଅଶୋକ ପଟନାୟକ, ସଚିଦାନନ୍ଦ ପଟନାୟକ, ପ୍ରମୋଦ ପଟନାୟକ ଓ ଅନ୍ୟମାନେ ମଧ୍ୟ ଉଦ୍‌‌ବୋଧନ ଦେଇଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories