www.samajalive.in
Wednesday, December 10, 2025
26.1 C
Bhubaneswar

ରାଇକିଆରେ ପବିତ୍ର ଜନ୍ମାଷ୍ଟମୀ ପାଳିତ

ରାଇକିଆ: ରାଇକିଆ ସ୍ଥାନୀୟ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ପବିତ୍ର ଜନ୍ମାଷ୍ଟମୀ ପର୍ବ ଆନନ୍ଦ ଉଲ୍ଲାସରେ ପାଳିତ ହୋଇଛି। ସ୍କୁଲ ପ୍ରଧାନ ଆଚାର୍ଯ୍ୟ କାମଦେବ ବେହେରାଙ୍କ ତତ୍ବାବଧାନରେ ସମସ୍ତ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା। ଏହି ଅବସରରେ ଛାତ୍ରମାନଙ୍କ ଦ୍ବାରା ସ୍କଲ ପରିସରରେ ଦହି ହାଣ୍ଡି ଭଙ୍ଗା ଖେଳ ଆୟୋଜନ ହୋଇଛି।ରାଧା, କୃଷ୍ଣ ବେଶ ପରିଧାନ କରି ସମସ୍ତ ଛାତ୍ର ଛାତ୍ରୀ ସ୍କୁଲ ପରିସରରୁ ବାହାରି ସହର ପରିକ୍ରମା କରିଥିଲେ। ଝୁଲଣରେ କୃଷ୍ଣଙ୍କୁ ବସାଇ ଝୁଲାଇ ଛାତ୍ରଛାତ୍ରୀ ଉତ୍ସାହିତ ସହ ଆନନ୍ଦିତ ହୋଇଥିଲେ। ସ୍କୁଲର ସମସ୍ତ ଗୁରୁମା, ଗୁରୁଜୀ ଉପସ୍ଥିତ ଥିଲେ ଏବଂ ସହୋଯୋଗ କରିଥିଲେ।

Hot this week

ଦିଲ୍ଲୀର ଅନେକ ସ୍କୁଲକୁ ବୋମା ଧମକ; ପିଲାଙ୍କୁ ଛୁଟି କରି ତନାଘନା ଜାରି

ସମାଜ ଡିଜିଟାଲ ଡେସ୍କ: ରାଜଧାନୀ ଦିଲ୍ଲୀର ଅନେକ ସ୍କୁଲକୁ ପୁଣି ଥରେ...

ସୁନ୍ଦର ଦେଶରେ ପୁରୁଷ ଅଭାବ: ମହିଳାମାନେ ଘଣ୍ଟା ପ୍ରତି ଭଡାରେ ନେଉଛନ୍ତି ସ୍ୱାମୀ

ରିଗା: ଭଡାରେ ମିଳୁଛନ୍ତି ପୁରୁଷ । ଟଙ୍କା ଦେଇ ୱେବସାଇଟରେ ପ୍ରଥମେ...

ଗୋଆ ଅଗ୍ନିକାଣ୍ଡ ଘଟଣାରେ ନାଇଟ୍ କ୍ଲବ୍ ମାଲିକ ଗିରଫ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଓ ଗାଈ ଭୟ

ଭୁବନେଶ୍ଵର: ଉଚ୍ଚ ଶିକ୍ଷାନୁଷ୍ଠାନକୁ ବୁଲା କୁକୁର ଏବଂ ଗାଈ ଭୟ। ବୁଲା...

ପିଠି ଯନ୍ତ୍ରଣାର କାରଣ ଜୋତା ନୁହେଁ ତ? ଏହି ସଙ୍କେତ ସୂଚାଇ ଦିଏ

ସମାଜ ଡିଜିଟାଲ ଡେସ୍କ: ଆମେ ବାହାରକୁ ବାହାରିବା ମାତ୍ରେ ସାଧାରଣତଃ ଜୋତା...

Related Articles

Popular Categories