www.samajalive.in
Sunday, December 7, 2025
26.1 C
Bhubaneswar

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କ ଦ୍ୱାରା କର୍ମଶାଳା ଉଦଘାଟିତ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବ୍ଲକର ସ୍ଥାନୀୟ ନେତାଜୀ ସୁବାଷ ବୋଷ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉଚ୍ଚଶିକ୍ଷା କ୍ରୀଡା ଯୁବ ବ୍ୟାପାର ଓ ଓଡ଼ିଆ ଭାଷା ସାହିତ୍ୟ ବିଭାଗର ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ଏକ ଦିନିକିଆ କର୍ମଶାଳାକୁ ଉଦଘାଟନ କରିଛନ୍ତି। କର୍ମଶାଳାରେ ଅଧ୍ୟକ୍ଷ ଡ଼ଃ ସୁନୀଲ କୁମାର ପାତ୍ର ସଭାପତିତ୍ବ କରି ଛାତ୍ର ଛାତ୍ରୀ ମାନେ ନିଜର କ୍ୟାରିଅରକୁ ନେଇ ଆଗାମୀ ଦିନରେ ଦକ୍ଷତା ଭିତିକ ହୋଇ ପାରିବେ ବୋଲି ମତ ବ୍ୟକ୍ତ କରିଥିଲେ। କନ୍ଧମାଳ ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ଉପଜିଲ୍ଲାପାଳ ବାଲିଗୁଡା ଡଃ ରୀନା ପ୍ରଧାନ, ସମ୍ୱନ୍ୱିତ ଆଦିବାସୀ ଉର୍ଣ୍ଣୟନ ପ୍ରକଳ୍ପ ନିଁର୍ଧେଶକ କୃପାସିନ୍ଧୁ ବେହେରା ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories