www.samajalive.in
Sunday, December 7, 2025
13.1 C
Bhubaneswar

ଲରମ୍ଭା କଲେଜର ପ୍ରତିଷ୍ଠା ଦିବସ ପାଳିତ

ରେଙ୍ଗାଲିକ୍ୟାମ୍ପ: ଅତାବିରା ବ୍ଲକ ସ୍ଥିତ ଲରମ୍ଭା କଲେଜ ଠାରେ ଜନ୍ମାଷ୍ଟମୀ ଅବସରରେ କଲେଜ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଅଛି। ମହାବିଦ୍ୟାଳୟ ପରିଚାଳନା କମିଟିର ସଭାପତି ରବିନାରାୟଣ ପଣ୍ଡାଙ୍କ ଅଧ୍ୟକ୍ଷତାରେ ମୁଖ୍ୟଅତିଥି ଭାବେ ବରଗଡ ଲୋକସଭା ସାଂସଦ ପ୍ରଦୀପ ପୁରୋହିତ, ସମ୍ମାନିତ ଅତିଥି ବିଧାୟକ ନିହାର ରଂଜନ ମହାନନ୍ଦ, ମୁଖ୍ୟବକ୍ତା ନେତାଜୀ ସୁବାଷ ଚନ୍ଦ୍ର ବୋଷ ସରକାରୀ କଲେଜର ସହକାରୀ ଓଡିଆ ପ୍ରାଧ୍ୟାପକ ଡଃ ଶ୍ୟାମ ଭୋଇ ମଂଚାସୀନ ଥିଲେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories