www.samajalive.in
Sunday, December 7, 2025
16.1 C
Bhubaneswar

ରାଜସ୍ୱ ନୀରିକ୍ଷକଙ୍କ କାର୍ଯ୍ୟାଳୟ ଉଦଘାଟିତ

ରେଙ୍ଗାଲିକ୍ୟାମ୍ପ: ଲରମ୍ଭାରେ ନବନିର୍ମିତ ରାଜସ୍ବ ନିରୀକ୍ଷକ କାର୍ଯ୍ୟାଳୟ ଉଦଘାଟିତ ହୋଇଯାଇଛି ଆଜି ଅତାବିରା ବ୍ଲକ୍ ଅନ୍ତର୍ଗତ ଲରମ୍ଭକ୍ଷ ଠାରେ ୩୪ ଲକ୍ଷ ଟଙ୍କା ଅଟକଳ ମୂଲ୍ୟରେ ନବ ନିର୍ମିତ ରାଜସ୍ୱ ନିରୀକ୍ଷକ କାର୍ଯ୍ୟାଳୟକୁ ବରଗଡ ସାଂସଦ ପ୍ରଦୀପ ପୁରୋହିତ, ଅତାବିରା ବିଧାୟକ ନିହାର ରଞ୍ଜନ ମହନନ୍ଦଙ୍କ କରକମଳରେ ତହସିଲଦାର ବ୍ରଜ କିଶୋର ସାହୁ, ଅତିରିକ୍ତ ତହସିଲଦାର ଅଙ୍କିତ କୁମାର ପଣ୍ଡା, ରାଜସ୍ୱ ପର୍ଯ୍ୟବେକ୍ଷକ ରୁସୁଭ ସାହୁ, ଓ ରାଜସ୍ୱ ନୀରିକ୍ଷକ ବବିତା ସାହୁ ପ୍ରମୁଖଙ୍କ ଦ୍ବାରା ଉଦଘାଟିତ ହୋଇଯାଇଛି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories