www.samajalive.in
Saturday, December 6, 2025
26.1 C
Bhubaneswar

ରକ୍ତଦାନ ଶିବିର ଅନୁଷ୍ଠିତ

ଚୌଦ୍ୱାର: ସ୍ଥାନୀୟ ଜନସେବକ ହସପିଟାଲ ତରଫରୁ ଏକ ସ୍ୱେଚ୍ଛକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇ ଯାଇଛି। ହସପିଟାଲର ମୁଖ୍ୟ ଡା. ଅକତର ହୋସେନ୍‌‌ ଖାନ୍‌‌ଙ୍କ ପରିଚାଳନାରେ ହସପିଟାଲର ମଙ୍ଗୁଳି ସ୍ଥିତ ସ୍ୱାସ୍ଥ୍ୟ କେନ୍ଦ୍ରରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ୩୫ ଜଣ ଯୁବକ ଯୁବତୀ ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ। କଟକ ରେଡ଼କ୍ରସ୍‌‌ ରକ୍ତ ଭଣ୍ଡାରର କର୍ମକର୍ତ୍ତା ମାନେ ରକ୍ତ ସଂଗ୍ରହ କରିଥିଲେ। ଡା. ଦୀପକ ସ୍ୱାଇଁ, ଡା. ବିପ୍ଳବୀ ଦାସ, ସୀତାରା ବେଗମ୍‌‌, ସେକ୍‌‌ ରେହାନ୍‌‌, ରଫିକ୍‌‌ ଖାନ୍‌‌, ସଫିକ୍‌‌ ଖାନ୍‌‌, ଇଦ୍ରିଶ ବେଗ୍‌‌, ଶୁଭାଶିଷ ସାହୁ ପ୍ରମୁଖ ଶିବିର ପରିଚଳନା କରିଥିଲେ।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories