www.samajalive.in
Saturday, December 6, 2025
26.1 C
Bhubaneswar

କଣ୍ଟାବାଞ୍ଜି ଏନଏସିରେ ସ୍ୱାୟତ୍ତ ଶାସନ ଦିବସ ପାଳିତ

କଣ୍ଟାବାଞ୍ଜି: କଣ୍ଟାବାଞ୍ଜି ଏନଏସିରେ ସ୍ୱାୟତ୍ତ ଶାସନ ଦିବସ ପାଳିତ ହୋଇଯାଇଛି। ନଗର ପାଳ ବରିୟାମ ସିଂ ସାଲୁଜା ପତାକା ଉତ୍ତୋଳନ କରିଥିଲେ। ପରିଷଦ ଉପାଧ୍ୟକ୍ଷା ମନୋରମା ରାଉତ, କାର୍ଯ୍ୟନିର୍ବାହୀ ଅଧିକାରୀ ଗିରିଜା ଶଙ୍କର ମଲ୍ଲିକ, ଏମ. ଇ ଅଶୋକ ପଟ୍ଟନାୟକ ଏ ଅନ୍ୟାନ୍ୟ କର୍ମଚାରୀ ଉପସ୍ଥିତ ଥିଲେ। ପରେ ଆୟୋଜିତ ସଭାରେ ସଫେଇ କର୍ମଚାରୀ, ସ୍ୱଚ୍ଛସାଥୀଙ୍କୁ ନଗରପାଳ ପୋଷାକ ବଣ୍ଟନ କରିଥିଲେ। ପରେ ଏନଏସିର ସମସ୍ତ କର୍ମଚାରୀ ରାଜ୍ୟସ୍ତରୀୟ ଭିଡିଓ କନଫରେନ୍ସରେ ଯୋଗ ଦେଇଥିଲେ।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories