www.samajalive.in
Saturday, December 6, 2025
26.1 C
Bhubaneswar

ଘର ଭାଙ୍ଗିଲା ଗୋଠ ଛଡ଼ା ଦନ୍ତା

ପାଟଣା: ପାଟଣା ବନାଞ୍ଚଳ ଖିରେଇଟାଙ୍ଗିରି କ୍ଷେତ୍ରାଞ୍ଚଳ ରେ ଉପଦ୍ରବ ଜାରି ରଖିଥିବା ଏକ ଗୋଠଛଡ଼ା ଦନ୍ତା ଗତରାତି ଯମୁନାପଶି ପଞ୍ଚାୟତ କୋଡ଼ଖମଣ ଗ୍ରାମର ଗରୀବ ମହିଳା ପାଲ ମୁଣ୍ଡାଙ୍କ ଘର ଭାଙ୍ଗି ଧାନ ଚାଉଳ ଖାଇଯାଇଛି। ଘର ଭାଙ୍ଗିଥିଲେ ମଧ୍ୟ ପରିବାର ଅଳ୍ପକେ ରକ୍ଷା ପାଇଯାଇଛନ୍ତି। ଖିରେଇଟାଙ୍ଗିରି ବନପାଳ ପୂର୍ଣ୍ଣଚନ୍ଦ୍ର ମହାନ୍ତ କୋଡ଼ଖମଣ ଯାଇ କ୍ଷୟକ୍ଷତିର ଆକଳନ କରିଛନ୍ତି। ହାତୀଟି ଆଜି ଦିନ ବେଳା କଣ୍ଟିଆପଡା ଧରମଘାଟିରେ ଡେରା ପକାଇଛି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories