www.samajalive.in
Monday, December 8, 2025
27.1 C
Bhubaneswar

କୌଶଳ ରଥକୁ ସ୍ଵାଗତ କଲେ ଛାତ୍ରଛାତ୍ରୀ

ରାଇକିଆ: କୌଶଳ ରଥ ମାଧ୍ୟମରେ ଗ୍ରାମାଞ୍ଚଳର ଛାତ୍ରଛାତ୍ରୀଙ୍କ ମାଧ୍ୟମରେ ବୈଷୟିକ ଶିକ୍ଷା ପ୍ରତି ଆଗ୍ରହ ସୃଷ୍ଟି କରିବା ଏବଂ ସେମାନଙ୍କ ଦକ୍ଷତା ବିକାଶ ପାଇଁ ରାଜ୍ୟ ସରକାରଙ୍କ ଏହା ଏକ ଅଭିନବ ପ୍ରୟାସ। ରାଇକିଆ ସ୍ଥିତ ବିଜୟ ହାଇସ୍କୁଲ ଶିକ୍ଷକ ଶିକ୍ଷୟିତ୍ରୀ ଏବଂ ଛାତ୍ରଛାତ୍ରୀ କୋୖଶଳ ରଥକୁ ସ୍ଵାଗତ କରି ପ୍ରବେଶ କରି ବୈଷୟିକ ଶିକ୍ଷାର ବିଭିନ୍ନ ପ୍ରକଳ୍ପ ବୁଲି ଦେଖିଲେ।ଡିଏସଓ ପୁରୁଷୋତ୍ତମ ମହାପାତ୍ର, ଜେଇଓ ଭୁବନେଶ୍ୱର ମହାପାତ୍ରଙ୍କ ସହ ଟିମ୍ ଆସିଥିଲେ। ବିଜୟ ହାଇସ୍କୁଲ ଛାତ୍ରଛାତ୍ରୀ, ସେଣ୍ଟ୍ କ୍ୟାଥରିନ ବାଳିକା ବିଦ୍ୟାଳୟ ଶିକ୍ଷାର୍ଥୀଙ୍କ ସହ ସରକାରୀ ବାଳିକା ବିଦ୍ୟାଳୟ ଛାତ୍ରୀମାନେ ମଧ୍ୟ ଏଥିରେ ସାମିଲ ହୋଇ କାର୍ଯ୍ୟକ୍ରମ ଦେଖିଥିଲେ।

Hot this week

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

ଗୋପାଳପୁର ଗଣଦୁଷ୍କର୍ମ ମାମଲା: ୫ ଅଭିଯୁକ୍ତଙ୍କ ନାଁରେ ଚାର୍ଜଫ୍ରେମ

ସମାଜଲାଇଭ ଡେସ୍କ: ଗୋପାଳପୁର ଗଣଦୁଷ୍କର୍ମ ମାମଲାରେ ଗିରଫ ହୋଇଥିବା ୧୦ ଅଭିଯୁକ୍ତଙ୍କ...

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

Related Articles

Popular Categories