www.samajalive.in
Saturday, December 6, 2025
14.1 C
Bhubaneswar

ଭାରତ ବିକାଶ ପରିଷଦ ପକ୍ଷରୁ କ୍ୱିଜ୍ ପ୍ରତିଯୋଗିତା

କଟକ: ଅଗ୍ରଣୀ ସ୍ବେଚ୍ଛାସେବୀ ଅନୁଷ୍ଠାନ ଭାରତ ବିକାଶ ପରିଷଦ, ବାରବାଟୀ ଶାଖା, କଟକ ପକ୍ଷରୁ ଦେଉଳି ସ୍ଥିତ ବାଲୁଙ୍କେଶ୍ୱର ନୋଡାଲ ବିଦ୍ୟାପୀଠରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ କ୍ୱିଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। କନିଷ୍ଠ ଓ ବରିଷ୍ଠ ଦୁଇଟି ବିଭାଗରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା। ଏଥିରେ ଭାରତ ବିକାଶ ପରିଷଦ ବାରବାଟୀ ଶାଖାର ସଭାପତି ଆଲୋକ କୁମାର ସାହୁ, ପ୍ରିୟମ୍ବଦା ନାୟକ, ଦେବେନ୍ଦ୍ର ପ୍ରସାଦ ଆଚାର୍ଯ୍ୟ ଓ ଅନ୍ୟ ସଦସ୍ୟମାନେ ଯୋଗ ଦେଇଥିଲେ। ବିଦ୍ୟାପୀଠର ପ୍ରଧାନ ଶିକ୍ଷୟତ୍ରୀ ସୁଲୋଚନା ଦାଶ ଓ ଅନ୍ୟ ଶିକ୍ଷକମାନେ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ଏହି ପ୍ରତିଯୋଗିତାରେ କ୍ଵିଜ୍ ମାଷ୍ଟର ଭାବରେ ରାଜଲକ୍ଷ୍ମୀ ପାତ୍ର ଯୋଗ ଦେଇଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories