www.samajalive.in
Monday, December 8, 2025
27.1 C
Bhubaneswar

ଗୋପାଳପୁର ନିର୍ବାଚନ ମଣ୍ଡଳୀରେ ସଦସ୍ୟତା ଅଭିଯାନ

ଗୋପାଳପୁର: ଗୋପାଳପୁର ନିର୍ବାଚନ ମଣ୍ଡଳୀରେ ବିଜେପି ପକ୍ଷରୁ ସଦସ୍ୟତା ସଂଗ୍ରହ ନେଇ ଏକ ବୈଠକ ଗୋଳନ୍ଥରା ସ୍ଥିତ ବନ୍ଦେଂ ମାତାରଂ ଭବନରେ ଅନୁଷ୍ଠିତ ହୋଇଥିଲା। ଏଥିରେ ଗୋପାଳପୁର ବିଧାୟକ ତଥା ରାଜ୍ୟ ପରିବହନ ଖଣି ଓ ଇସ୍ପାତମନ୍ତ୍ରୀ ବିଭୂତି ଭୂଷଣ ଜେନା ଯୋଗ ଦେଇ ବୁଥ ପିଛା ଶହେ ଜଣ ନୂତନ ସଦସ୍ୟତା କରିବାକୁ କର୍ମୀ ମାନଙ୍କୁ ଆହ୍ବାନ ଦେଇଥିଲେ। ଆୟୋଜିତ ବୈଠକରେ ୪୩ଟି ଶକ୍ତି କେନ୍ଦ୍ରର ପ୍ରମୁଖ ମାନେ ଯୋଗ ଦେଇ ଥିଲେ। ସେହିପରି କୁକୁଡାଖଣ୍ଡି ବ୍ଲକ ନିମଖଣ୍ଡି ମଣ୍ଡଳ ବିଜେପିର ବୁଥ୍ ସ୍ତରୀୟ କର୍ମକର୍ତ୍ତା ମାନଙ୍କୁ ନେଇ ଲୋଚାପଡ଼ା ଗ୍ରାମରେ ସଦସ୍ୟତା ଅଭିଯାନ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ନିର୍ବାଚନ ମଣ୍ଡଳୀର ୨୧୩ ବୁଥ କାର୍ଯ୍ୟକର୍ତ୍ତାଙ୍କୁ ନେଇ ବିଜେପିର ବୁଥ ପ୍ରମୁଖଙ୍କ ନେତୃତ୍ବ ବୈଠକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ଓ ୨୧୩ଟି ବୁଥ ସ୍ତରରେ ଥୂବା ଶତାଧୂକ ମହିଳା ଓ ପୁରୁଷ ଅନୁଷ୍ଠାନିକ ଭାବେ ଯୋଗ ଦେଇଥିଲେ।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories