www.samajalive.in
Sunday, December 7, 2025
23.1 C
Bhubaneswar

ଜିଲ୍ଲାସ୍ତରରେ ଉତ୍ତମ ପ୍ରଦର୍ଶନ ପାଇଁ ପ୍ରଶିକ୍ଷଣ ଶିବିର

ରେଙ୍ଗାଲିକ୍ୟାମ୍ପ: ଅତାବିରା ବ୍ଲକ୍ ସ୍ତରରେ ମନୋନୀତ ହୋଇ ଜିଲ୍ଲା ସ୍ତରରେ ଅଂଶଗ୍ରହଣ କରିବାକୁ ଯାଉଥିବା କବାଡି ଖେଳାଳି ମାନେ ଜିଲ୍ଲା ସ୍ତରରେ କିପରି ଉତ୍ତମ ଖେଳ ପ୍ରଦର୍ଶନ କରିବେ, ସେ ନେଇ ଦୀର୍ଘ ତିନି ଦିନ ଧରି ଅତାବିରା ବ୍ଳକ ସ୍ତରୀୟ କବାଡି ପ୍ରଶିକ୍ଷଣ ଶିବିର ସ୍ଥାନୀୟ ସରକାରୀ ବାଳକ ହାଇସ୍କୁଲ ପଡ଼ିଆରେ ଅନୁଷ୍ଠିତ ହୋଇଥିଲା। ଏଥିରେ ବ୍ଳକର ସମୁଦାୟ ୪୮ ଛାତ୍ରଛାତ୍ରୀଙ୍କୁ ପ୍ରଶିକ୍ଷଣ ଦିଆଯାଇଥିଲା। ବ୍ଳକ କ୍ରୀଡା ସମ୍ପାଦକ ସୁଦୀପ୍ତ ସାହୁଙ୍କ ସଂଯୋଜନା ଓ ପୂର୍ବତନ ଆଇପି ତଥା କୁମେଲସିଂହା ହାଇସ୍କୁଲ ଖେଳ ଶିକ୍ଷକ ତ୍ରିଲୋକ୍ୟ ନାୟକଙ୍କ ପରିଚାଳନାରେ ଏହା ଆୟୋଜିତ ହୋଇଥିଲା।

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories