www.samajalive.in
Monday, December 15, 2025
27.1 C
Bhubaneswar

ଜିଆଖତ ଉତ୍ପାଦନ ଭିତ୍ତିକ ତାଲିମ୍ କାର୍ଯ୍ୟକ୍ରମ

ଜି ଉଦୟଗିରି: ଜି ଉଦୟଗିରି ବ୍ଳକ ଅନ୍ତର୍ଗତ ଗ୍ରେସିଙ୍ଗିଆ ଆରସ୍ମିନି ଜନତା ଉଚ୍ଚ ବିଦ୍ୟାଳୟରେ ଜିଆଖତ ଉତ୍ପାଦନ ଭିତ୍ତିକ ତାଲିମ୍ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କୃଷି ବୈଜ୍ଞାନିକ ଡଃ ସୁଜିତ୍ କୁମାର ମୁଖି ଛାତ୍ରଛାତ୍ରୀ ଓ ଶିକ୍ଷକମାନଙ୍କୁ ଜିଆଖତ ପ୍ରସ୍ତୁତି ସମ୍ଵନ୍ଧରେ ପୁଙ୍ଖାନୁପୁଙ୍ଖ ଭାବେ ଆଲୋଚନା କରିବା ସହ ବିଦ୍ୟାଳୟ ପରିସରରେ ଏକ ଜିଆଖତ ୟୁନିଟ ପ୍ରତିଷ୍ଠା କରିବା ପାଇଁ ପରାମର୍ଶ ଦେଇଥିଲେ। ଆୟୋଜିତ କାର୍ଯ୍ୟକ୍ରମରେ ଶତାଧିକ ଛାତ୍ରଛାତ୍ରୀ ଜିଆ ଖତ ଚାଷ ଉପରେ ତାଲିମ୍ ନେଇଥିଲେ।କାର୍ଯ୍ୟକ୍ରମକୁ ପ୍ରଧାନ ଶିକ୍ଷକ ମହମ୍ମଦ ଜାମିଲ, ବିଜ୍ଞାନ ଶିକ୍ଷକ ରାକେଶ ନାୟକ, ସୁରେଶ ଚନ୍ଦ୍ର ସାହୂ ଓ ନନ୍ଦ କିଶୋର ଶିଆଳ ପ୍ରମୂଖ ଉପସ୍ଥିତ ଥିଲେ। ସେହିପରି ଅପରାହ୍ନରେ ସ୍ୱଚ୍ଛତା ହିଁ ସେବା ସପ୍ତାହ ଅବସରରେ କୃଷି ବିଜ୍ଞାନ କେନ୍ଦ୍ର ତରଫରୁ ଉକ୍ତ ବିଦ୍ୟାଳୟ ପରିସରରେ କ୍ଷେତ୍ର ବୈଜ୍ଞାନିକ ଶ୍ରୀମତି ଶ୍ରିପାଳି ପ୍ରଧାନଙ୍କ ଦ୍ବାରା ଏକ ସଫେଇ କାର୍ଯକ୍ରମ ଆୟାଯୋନ କରଯାଇଥିଲା।

Hot this week

ମେସିଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଦିଲ୍ଲୀରେ ପ୍ରବଳ ମାତ୍ରାରେ ପ୍ରଦୂଷଣ ଯୋଗୁଁ...

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

Related Articles

Popular Categories