www.samajalive.in
Tuesday, December 9, 2025
15.1 C
Bhubaneswar

କେମିତି ଚାଲିଛି ଶିକ୍ଷାଦାନ – ଗୋଟିଏ କକ୍ଷରେ ୫ଟି ଶ୍ରେଣୀର ଛାତ୍ରଛାତ୍ରୀ

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସୁନାଖଣ୍ଡି ପଞ୍ଚାୟତ ବଡ ଲିଟିପଲି ଗ୍ରାମରେ ଥିବା ସରକାରୀ ପ୍ରାଥମିକ ବିଦ୍ୟାଳୟରେ ଛାତରୁ ପାଣି ଲିକ କରୁଥିବା ବେଳେ, ଲୁହା ଛଡ଼ ବାହାରି ସିମେଟ ଖଣ୍ଡ ପଡୁଥିବାରୁ ଶ୍ରେଣୀ ଗୃହରେ ପାଠ ପଢା ବନ୍ଦ କରି ଚାଉଳ ଡାଲି କାଗଜ ପତ୍ର ରଖି ଆଉ ଗୋଟିଏ ଶ୍ରେଣୀ ଗୃହରେ ୫ଟି ଶେଣୀର ଛାତ୍ର ଛାତ୍ରୀ ପାଠ ପଢ଼ୁଥିବା ଦେଖିବାକୁ ମିଳିଛି। ଗୋଟିଏ କଳାପଟାରେ ୨ଜଣ ଶିକ୍ଷକ ଏକ ସମୟରେ ପାଠ ପଢାଉଛନ୍ତି। କେଉଁ ଶ୍ରେଣୀର ପିଲା କାହାର ପାଠ ପଢିବେ କାହାର ପାଠ ଶୁଣିବେ। ପ୍ରଥମ, ଦ୍ୱିତୀୟ, ତୃତୀୟ, ଚତୁର୍ଥ, ପଞ୍ଚମର ୨୨ ଜଣ ଛାତ୍ରଛାତ୍ରୀ ଗୋଟିଏ କକ୍ଷରେ ବସି ପାଠ ପଢୁଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories