www.samajalive.in
Saturday, December 13, 2025
17.1 C
Bhubaneswar

ହୋଟେଲ ଓ ରେସ୍ତୋରାଁରୁ ୭ ହଜାର ଟଙ୍କା ଜୋରିମାନା ଆଦାୟ

ବାସୁଦେବପୁର: ବାସୁଦେବପୁର ସହରରେ ଥିବା ବିଭିନ୍ନ ହୋଟେଲ ଓ ରେସ୍ତୋରାଁରେ ଖାଦ୍ୟର ମାନ ଯାଞ୍ଚ କରାଯାଇ ୭ ହଜାର ଟଙ୍କା ଜୋରିମାନା ଆଦାୟ କରାଯାଇଛି। ମିଳିଥିବା ସୂଚନା ମୁତାବକ, ଭଦ୍ରକ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ ଭାରତି ରାଉତଙ୍କ ନେତୃତ୍ୱରେ ୪ ଜଣିଆ ଟିମ ଶୁକ୍ରବାର ବାସୁଦେବପୁର ଗସ୍ଥରେ ଆସି ଖାଦ୍ୟର ମାନ ଯାଞ୍ଚ କରିଥିଲେ। ଏହି ସମୟରେ ୧୮ଟି ହୋଟେଲ ଓ ରେସ୍ତୋରାଁ ଉପରେ ଚଢ଼ାଉ କରାଯାଇ ଖାଦ୍ୟର ମାନ ଯାଞ୍ଚ କରାଯାଇଥିବା ବେଳେ ୫ ଶହ ଟଙ୍କା ଲେଖାଏଁ ୧୪ଟି ରନ୍ଧାଖାଦ୍ୟ ସଂସ୍ଥା ଠାରୁ ଜୋରିମାନା ଆଦାୟ କରାଯାଇଥିଲା।

Hot this week

ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ରେ ଆରମ୍ଭ ହେଲା ୭ମ ଇକୋ ରିଟ୍ରିଟ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  :ଚଳିତବର୍ଷ ପାଇଁ ପୁରୀ-କୋଣାର୍କ ମେରାଇନ ଡ୍ରାଇଭ୍‌ ମୁଖ୍ୟରାସ୍ତା ନିକଟ ରାମଚଣ୍ଡୀ...

ଦିଲ୍ଲୀରେ ସାଂସଦ ପ୍ରତାପ ଷଡ଼ଙ୍ଗୀ ଅସୁସ୍ଥ 

ନୀଳଗିରି: ଲୋକସଭା ଚାଲିଥିବା ବେଳେ ହଠାତ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀ...

ଦିବ୍ୟାଙ୍ଗ ଦୃଷ୍ଟିହୀନ ବୃଦ୍ଧା ପାଉନାହାନ୍ତି ସରକାରୀ ସହାୟତା

ଫୁଲବାଣୀ, : ନା ଅଛି ତାଙ୍କ ପାଇଁ ସରକାରଙ୍କ ତରଫରୁ ରହିବା...

ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ – ୪୦ ମିନିଟ୍‌ ପରେ ବି ପୁତିନ୍‌ ଦେଖା ଦେଲେନି

ନୂଆଦିଲ୍ଲୀ - ହଟହଟା ହେଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ।...

ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ ଦେଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର - ମାଲକାନାଗିରି ଆଇନ ଶୃଙ୍ଖଳା ସ୍ଥିତି ନେଇ ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ...

Related Articles

Popular Categories