www.samajalive.in
Friday, December 12, 2025
27.1 C
Bhubaneswar

ସୁଆଣ୍ଡୋ ଠାରେ ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ 

କଳାପଥର: ବାଙ୍କୀ ପୂଜ୍ୟପୂଜା ସୁରକ୍ଷା ଅଭିଯାନ ପକ୍ଷରୁ ଆଜି ପୂଣ୍ୟଶ୍ଳୋକ ଗୋପବନ୍ଧୁ ଦାଶଙ୍କ ଜନ୍ମ ଜୟନ୍ତୀରେ ବାଙ୍କୀ ପୂଜ୍ୟପୂଜା ଅନୁଷ୍ଠାନର ଏକ ପ୍ରତିନିଧି ଦଳ ସୁଆଣ୍ଡୋ ଗ୍ରସ୍ତ କରି ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରି ଶ୍ରଦ୍ଧାସୁମନ ଜ୍ଞପନ କରିବା ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଅନୁଷ୍ଠାନର ସଭାପତି ସୁନୀଲ୍ ମିଶ୍ର, ସଂଯୋଜକ ପ୍ରାଧ୍ୟାପକ ମନୋଜ କୁମାର ମହାପାତ୍ର, କବି କୌଶିକ ନାୟକ, ଧନେଶ୍ୱର ବଳିୟାର ସିଂହ, ରବିନ୍ଦ୍ର କୁମାର ରଣା, ସୁଶାନ୍ତ ଦଳେଇ, ବିନୋଦ ବିହାରୀ ସ୍ୱାଇଁ, ସଂଜୟ ପରିଡା ପ୍ରମୁଖ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ପଣ୍ଡିତ ଗୋପବନ୍ଧୁ ଦାଶଙ୍କୁ ମରଣତ୍ତୋର ଭାରତ ରତ୍ନ ପ୍ରଦାନ କରିବା ପାଇଁ ସ୍ଥାନୀୟ ବିଧାୟକ ଓମ୍ ପ୍ରକାଶ ମିଶ୍ରଙ୍କୁ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ପ୍ରତିନିଧିମାନେ ଦାବିପତ୍ର ପ୍ରଦାନ କରିଥିଲେ।

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

Related Articles

Popular Categories