www.samajalive.in
Monday, December 8, 2025
20.1 C
Bhubaneswar

ଜୁଆ ଆଡ୍ଡା ଉପରେ ଚଢ଼ାଉ – ୮ ଗିରଫ, ୧୨ ହଜାର ୨ ଶହ ଜବତ 

ଗୋପାଳପୁର: ଗୋପାଳପୁର ପୁଲିସ ଗତକାଲି ରାତିରେ ଏକ ଜୁଆ ଆଡ୍ଡା ଉପରେ ଚଢ଼ାଉ କରି ସେଠାରୁ ୧୨ ହଜାର ୨ ଶହ ଟଙ୍କା ଜବତ କରିବା ସହ ୮ ଜୁଆଡ଼ିଙ୍କୁ ଗିରଫ କରିଛି l ମଙ୍ଗଳବାର ରାତିରେ ଗୋପାଳପୁର ଥାନା ଅନ୍ତର୍ଗତ ସାନ କୁଶସ୍ଥଳୀ ଗ୍ରାମରେ ଏକ ଜୁଆ ଖେଳ ଚାଲିଥିବା ନେଇ କୌଣସି ସୂତ୍ରରୁ ଖବର ପାଇଁ ଥାନା ଅଧିକାରୀ ପ୍ରଶାନ୍ତ କୁମାର ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ ଜୁଆଆଡ୍ଡା ଉପରେ ଚଢ଼ାଉ କରିଥିଲେ l ସେଠାରୁ ୧୨ ହଜାର ୨ ଶହ ଟଙ୍କା, ୪ଟି ମୋବାଇଲ, ୨ ବାଇକ, ୧ ପେକେଟ ତାସମୁଠା ଜବତ କରିବା ସହ ୮ ଜଣକୁ ଗିରଫ କରିଥିଲେ l ପୁଲିସ କେସ ନମ୍ବର ୨୭୬/୨୪ ‍ମାମଲା ରୁଜୁ କରି ସର୍ତ୍ତ ମୂଳକ ଜାମିନରେ ଛଡ଼ା ଯାଇଥିବା ଥାନା ଅଧିକାରୀ ସୂଚନା ଦେଇଛନ୍ତିl

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories