www.samajalive.in
Thursday, December 11, 2025
16.1 C
Bhubaneswar

ରାଜ୍ୟ ବିଜେପି କୃଷକ ମୋର୍ଚ୍ଚାର ସଦସ୍ୟ ସଂଗ୍ରହ ଅଭିଯାନ 

ପାଟଣା: କେନ୍ଦୁଝର ଜିଲ୍ଲା ପାଟଣା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ସାହାରାପଡ଼ା ଠାରେ ଆଜି ବିଜେପି କୃଷକ ମୋର୍ଚ୍ଚା ଆନୁକୂଲ୍ୟରେ ସଦସ୍ୟତା ସଂଗ୍ରହ ଅଭିଯାନ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ନେତୃତ୍ଵରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ବିଜେପି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ମହେଶ୍ଵର ସାହୁ ମୁଖ୍ୟ ଅତିଥି ରୂପେ ଯୋଗ ଦେଇ ଘରକୁ ଘର ଯାଇ ବିଜେପି ସଦସ୍ୟତା କରିଥିଲେ। ଏହି ସଦସ୍ୟତା ଅଭିଯାନ ରେ ୨୫୬ ଜଣ ମହିଳା ଓ ପୁରୁଷ ସଦସ୍ୟ ହୋଇଥିଲେ। କାର୍ଯ୍ୟକ୍ରମରେ ସାହାରାପଡ଼ା ବ୍ଲକର ପୂର୍ବତନ ଅଧ୍ୟକ୍ଷ ଗୌତମ ନାୟକ, ରାଜେଶ କୁମାର ମହାନ୍ତ,ନେତ୍ରାନନ୍ଦ ମହାନ୍ତ, ତରଣୀ ସେନ ମହାନ୍ତଙ୍କ ସମେତ ଶତାଧିକ କାର୍ଯ୍ୟକର୍ତ୍ତା ଯୋଗଦାନ କରିଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories