www.samajalive.in
Saturday, December 6, 2025
14.1 C
Bhubaneswar

ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ନୂତନ ଏସଏମସି ଗଠନ

ଗୋପାଳପୁର: ବଡଗୁମୁଳା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ନୂତନ ଏସ୍.ଏମ୍.ସି. ଗଠନ ହୋଇଛି। ପ୍ରଧାନ ଶିକ୍ଷୟିତ୍ରୀ ସୁଜାତା ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅଭିଭାବକ-ଶିକ୍ଷକ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ବୈଠକରେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ  ସଂଘମିତ୍ରା ପଣ୍ଡା, ମିନତୀ କୁମାରୀ ପାତ୍ର, ଅଲିଭା ମଣ୍ଡଳ, ନିରଂଜନ ମହାରଣା, ଜ୍ୟୋତିମାଳା ମହାପାତ୍ରଙ୍କ ସମେତ ଅଭିଭାବକ ଉପସ୍ଥିତ ଥିଲେ। ସର୍ବସମ୍ମତି କ୍ରମେ ଏସ୍ ଏମ୍.ସି ନୂତନ ଅଧକ୍ଷ ଭାବେ ସୁରେଶ ଦାସ, ଉପାଧ୍ୟକ୍ଷା ଭାବେ ଭବାନୀ ଶଙ୍କର ବିଷୋୟୀ ଚୟନ ହୋଇଥିଲେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories